ଆଜି କୋଟି କୋଟି ଟଙ୍କାର ଆମିଷ କାରବାର ହେବ ବୋଲି ଆକଳନ କରାଯାଇଛି। ବୁଧବାର ଭୋରୁ ଲୋକେ ବିଭିନ୍ନ ଅଞ୍ଚଳରେ ଆମିଷ ମାର୍କେଟରେ ଭିଡ଼ ଜମାଇଲେଣି। ରାଜଧାନୀରେ ଆଜି ଅଧିକ ଚାହିଦା ଥିବାରୁ ଆମିଷ ଦର ବି ଟିକେ ଉଚ୍ଚା ରହିଛି। ୟୁନିଟ୍-୪ ମାର୍କେଟରେ ଆଜି ମଟନ୍ ଦର କିଲୋ ପ୍ରତି ୯୦୦ ଟଙ୍କା ଥିବା ବେଳେ କଙ୍କଡ଼ା ୧୨୦୦ରୁ ୧୮୦୦ ଟଙ୍କା ରହିଛି। ଏଣେ ଚିଙ୍ଗୁଡ଼ି ଦର ୧ ହଜାର ଟଙ୍କା ଯାଏ ରହିଛି। ତେବେ ମାଛ ଦରରେ ଗତକାଲି ତୁଳନାରେ ବିଶେଷ ଫରକ୍ ନାହିଁ।
ବେପାରୀମାନେ ବି ବୁଧବାରକୁ ଦେଖି ସେହି ଅନୁସାରେ ମାଲ୍ ବରାଦ କରି ରଖିଥିଲେ। ଓଡ଼ିଶା ଛେଳି ଯଥେଷ୍ଟ ହେବ ନାହିଁ ବୋଲି ପୂର୍ବରୁ ପଶ୍ଚିମବଙ୍ଗରୁ ଛେଳି ଚାଲାଣ ହୋଇଥିଲା। ସେହିଭଳି ଆନ୍ଧ୍ରପ୍ରଦେଶରୁ ମାଛ ଓ ଚିକେନ୍ କିଛିଟା ଅଧିକ ପରିମାଣରେ ଆମଦାନି ହୋଇଥିବା ଜଣାଯାଇଛି।
Trending
- ମଝି ଆକାଶରେ ଯାତ୍ରୀ ଅସୁସ୍ଥ ଅନୁଭବ କରିବାକୁ ଏୟାର ଇଣ୍ଡିଆ ବିମାନର ଜରୁରୀକାଳନୀ ଅବତରଣ
- ଅତିରିକ୍ତ ଏସପି ସ୍ତରରେ ବଡ ଧରଣର ଅଦଳବଦଳ
- ଆସନ୍ତା ୧୧ ତାରିଖରେ ଧନ ଧାନ୍ୟ କୃଷି ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
- ମୁଖ୍ୟମନ୍ତ୍ରୀ ଲୋକଙ୍କୁ ମିଥ୍ୟା ପ୍ରତିଶ୍ରୁତି ଦେଉଛନ୍ତି : ଭକ୍ତ
- ଦୋଷୀଙ୍କୁ କଠୋର ଦଣ୍ଡ ମିଳିବ : ମୁଖ୍ୟମନ୍ତ୍ରୀ
- ନଭି ମୁମ୍ବାଇ ଏୟାରପୋର୍ଟ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
- ଭାରତୀୟ ବାୟୁସେନା ଦିବସରେ ଶକ୍ତି ଦେଖାଇଲା ବାୟୁ ସେନା
- ଆଜି ରାଜ୍ୟବ୍ୟାପୀ ଓକିଲଙ୍କ କଲମଛାଡ଼ ଆନ୍ଦୋଳନ
- କଟକରେ ସ୍ଵାଭାବିକ ହୋଇଛି ଇଣ୍ଟରନେଟ ସେବା
- ବିଳାସପୁରରେ ଭୂସ୍ଖଳନ ଯୋଗୁଁ ୧୮ ମୃତ , ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ
Prev Post