ଆଜି କୋଟି କୋଟି ଟଙ୍କାର ଆମିଷ କାରବାର ହେବ ବୋଲି ଆକଳନ କରାଯାଇଛି। ବୁଧବାର ଭୋରୁ ଲୋକେ ବିଭିନ୍ନ ଅଞ୍ଚଳରେ ଆମିଷ ମାର୍କେଟରେ ଭିଡ଼ ଜମାଇଲେଣି। ରାଜଧାନୀରେ ଆଜି ଅଧିକ ଚାହିଦା ଥିବାରୁ ଆମିଷ ଦର ବି ଟିକେ ଉଚ୍ଚା ରହିଛି। ୟୁନିଟ୍-୪ ମାର୍କେଟରେ ଆଜି ମଟନ୍ ଦର କିଲୋ ପ୍ରତି ୯୦୦ ଟଙ୍କା ଥିବା ବେଳେ କଙ୍କଡ଼ା ୧୨୦୦ରୁ ୧୮୦୦ ଟଙ୍କା ରହିଛି। ଏଣେ ଚିଙ୍ଗୁଡ଼ି ଦର ୧ ହଜାର ଟଙ୍କା ଯାଏ ରହିଛି। ତେବେ ମାଛ ଦରରେ ଗତକାଲି ତୁଳନାରେ ବିଶେଷ ଫରକ୍ ନାହିଁ।
ବେପାରୀମାନେ ବି ବୁଧବାରକୁ ଦେଖି ସେହି ଅନୁସାରେ ମାଲ୍ ବରାଦ କରି ରଖିଥିଲେ। ଓଡ଼ିଶା ଛେଳି ଯଥେଷ୍ଟ ହେବ ନାହିଁ ବୋଲି ପୂର୍ବରୁ ପଶ୍ଚିମବଙ୍ଗରୁ ଛେଳି ଚାଲାଣ ହୋଇଥିଲା। ସେହିଭଳି ଆନ୍ଧ୍ରପ୍ରଦେଶରୁ ମାଛ ଓ ଚିକେନ୍ କିଛିଟା ଅଧିକ ପରିମାଣରେ ଆମଦାନି ହୋଇଥିବା ଜଣାଯାଇଛି।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post