ଆଜି ଭୁବନେଶ୍ୱର ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ରାତି ୮ଟାରେ ଭୁବନେଶ୍ୱରରେ ପହଞ୍ଚିବା ପରେ ରୋଡ୍ ସୋ କରିବେ ମୋଦୀ । ରାଜ୍ୟ ବିଜେପି କାର୍ଯ୍ୟାଳୟରୁ ବାଣୀବିହାର ଯାଏଁ ହେବ ରୋଡ୍ ସୋ । ରାତି ସାଢ଼େ ୯ଟା ଯାଏଁ ଚାଲିବ ମୋଦୀଙ୍କ ରୋଡ୍ ସୋ । ମାଷ୍ଟରକ୍ୟାଣ୍ଟିନ୍ ଠାରୁ ବାଣୀ ବିହାର ଯାଏଁ ରାସ୍ତା ସିଲ୍ ରହିବ । ଆଜି ଅପରାହ୍ନ ୨ଟାରୁ ରୋଡ୍ ସୋ’ ସରିବା ଯାଏଁ ଗାଡ଼ି ଚଳାଚଳ ମନା । ରାଜଭବନରେ ରାତ୍ରୀଯାପନ ପରେ କାଲି ୩ ଜିଲ୍ଲା ଯିବେ ମୋଦୀ । କାଲି କନ୍ଧମାଳ, ବଲାଙ୍ଗୀର ଓ ବରଗଡ଼ ସମାବେଶରେ ଯୋଗ ଦେବେ ।ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀଙ୍କ ରୋଡ୍ ଶୋ’ ଲାଗି ଟ୍ରାଫିକ୍ କଟକଣା ଲଗାଯାଇଛି । ଗତକାଲିଠୁ ଜନପଥରେ ଟ୍ରାଫିକ୍ କଟକଣା ଜାରି କରିଛି କମିଶନରେଟ୍ ପୋଲିସ୍ । ଆଜି ଅପରାହ୍ନ ୨ଟାରୁ ରୋଡ୍ ଶୋ’ ସରିବା ଯାଏ ଗାଡି ଚଳାଚଳ ମନା ।
Trending
- ଆଜି ୯୦ ବର୍ଷ ବୟସରେ ପଦାର୍ପଣ କଲେ ତିବ୍ଦତୀୟ ବୌଦ୍ଧ ଧର୍ମାବଲମ୍ବୀଙ୍କ ଆଧ୍ୟାତ୍ମିକ ନେତା ଦଲାଇ ଲାମା
- ଳିତବର୍ଷର ପ୍ରଥମ ବନ୍ୟାଜଳ ଛାଡ଼ିଲା ହୀରାକୁଦ
- ପୁରୀ ହେବ ‘ପୁରୀ ମହାନଗର ନିଗମ’ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଉଚ୍ଚ ଅଦାଲତକୁ ଗଲେ ଜଗା ପ୍ରଧାନ
- ଭୋଟର ତାଲିକାରୁ ବାଦ ପଡ଼ିପାରନ୍ତି 2 କୋଟି ଭୋଟର
- 6 ତାରିଖ ପ୍ରଥମ ବନ୍ୟାଜଳ ଛାଡ଼ିବ ହିରାକୁଦ
- ଜେଲ ଗଲେ ଜଗାପ୍ରଧାନ
- ବିଜେପି ନେତା ଜଗନ୍ନାଥ ପ୍ରଧାନ ଗିରଫ ହେବା ଆନ୍ଦୋଳନରୁ ଓହରିଲା ଓଏଏସ ସଂଘ
- ବିଏମସି ଅତିରିକ୍ତ କମିଶନର ଆକ୍ରମଣ ଘଟଣା : ଗିରଫ ହେଲେ ଜଗା ପ୍ରଧାନ
- ଜୁଲାଇ ୨୧ରୁ ସଂସଦର ମୌସୁମି ଅଧିବେଶନ ଆରମ୍ଭ
Next Post