ମୁଠାଏ ଲୁଣକୁ ଗୋଟେ ଜାତିର ସ୍ଵାଭିମାନର ପ୍ରତୀକ ବୋଲି ଚିହ୍ନେଇ ଦେବା ସହ ବିନା ଅସ୍ତ୍ର ଓ ରକ୍ତପାତରେ ନିଜର ଅଧିକାର ହାସଲ କରିବାର ବାଟ ବତେଇଥିଲେ। ଦକ୍ଷିଣ ଆଫ୍ରିକାର କଳାଗୋରା ଭେଦଭାବ ବିରୋଧରେ ହେଉ କି ଭାରତର ସ୍ଵାଧୀନତା ସଂଗ୍ରାମ ସବୁଠି ତାଙ୍କ ସତ୍ୟ ଓ ଅହିଂସା ଆଗରେ ପ୍ରତିପକ୍ଷର ଗର୍ବ ଓ ଦମ୍ଭ ଭାଙ୍ଗି ହୋଇଯାଇଛି। ଜାତିର ପିତା ମହାତ୍ମାଗାନ୍ଧୀ, ଅକ୍ଟୋବର ୨ ତାରିଖ ୧୮୬୯ ମସିହାରେ ଗୁଜୁରାଟର ପୋରବନ୍ଦରରେ ଜନ୍ମଗ୍ରହଣ କରିଥିଲେ। ଦେଶକୁ ଇଂରେଜ ଶାସନରୁ ମୁକ୍ତ କରିଥିବା ମହାନ ଯୁଗପୁରୁଷ ହେଉଛନ୍ତି ମହାତ୍ମା ଗାନ୍ଧୀ । ଅହିଂସା ଉପାୟରେ ଦେଶରୁ ଇରେଜ ସରାକରଙ୍କୁ ତଡ଼ି ସ୍ଵାଧୀନତା ଆଣିଥିବା ମହାନ ପୁରୁଷ ହେଉଛନ୍ତି ଜାତିର ଜନକ ମହାତ୍ମା ଗାନ୍ଧୀ ।ତାଙ୍କ ନେତୃତ୍ଵରେ ହିଁ ଦେଶ ଇଂରେଜମାନଙ୍କ କବଳରୁ ମୁକ୍ତ ହୋଇପାରିଥିଲା। ଆମରଣ ଅନଶନରେ ବସି ସ୍ଵାଧୀନତାର ସ୍ଵପ୍ନ ଦେଖୁଥିବା ବାପୁ ବର୍ଷ ବର୍ଷ ଧରି ଫିରିଙ୍ଗୀଙ୍କ କାଳକୋଠରୀରେ ଜେଲଦଣ୍ଡ ଭୋଗିଥିଲେ। ଲାଠି ଓ ସତ୍ୟାଗ୍ରହ ଆଗରେ ସେଦିନର ସାମ୍ରାଜ୍ୟବାଦୀ ବ୍ରିଟିଶ୍ ସେନାର ଶକ୍ତି ହାର ମାନିବାକୁ ବାଧ୍ୟ ହୋଇଥିଲା। ସେହି ମହାପୁରୁଷଙ୍କ ସ୍ମୃତି ଉଦ୍ଦେଶ୍ୟରେ ଆଜି ସବୁଆଡେ ତାଙ୍କ ଜୟନ୍ତୀ ପାଳନ କରାଯାଉଛି।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post