ନବୀନଙ୍କୁ ଷଷ୍ଠ ଥର ମୁଖ୍ୟମନ୍ତ୍ରୀ କରିବାକୁ ବିରାଟ ପ୍ଲାନ୍। ଆଜି ଶଙ୍ଖଭବନରେ ପଡ଼ିବ ମୂଳଦୂଆ। ବିଜେଡିର ରାଜ୍ୟ କାର୍ଯ୍ୟକାରିଣୀ ଓ ପରିଷଦ ବୈଠକ ବସୁଛି । ୩ ବର୍ଷ ପରେ ବିଜେଡିର କାର୍ଯ୍ୟକାରିଣୀ ବସିବାକୁ ଯାଉଛି। ସବୁ ବିଧାୟକ, ସାଂସଦ ଓ ବରିଷ୍ଠ ନେତା ଉପସ୍ଥିତ ରହିବେ । ଆସନ୍ତା ୨୬ ତାରିଖରେ ବିଜେଡିର ୨୭ ତମ ପ୍ରତିଷ୍ଠା ଦିବସ ପାଳିତ ହେବାକୁ ଯାଉଛି । ପ୍ରତିଷ୍ଠା ଦିବସରେ ବହୁ ଜନହିତକର କାର୍ଯ୍ୟକ୍ରମମାନ ଆୟୋଜନ କରାଯିବ । ୨୦୨୪ ନିର୍ବାଚନ ପାଇଁ ମୂଳଦୂଆ ପଡ଼ିବ । ୫୦ ପ୍ରତିଶତରୁ ଅଧିକ ମତଦାନ ନିଜ ସପକ୍ଷରେ ଆଣିବା ପାଇଁ ଟାର୍ଗେଟ ରଖିଛି ବିଜେଡି । ଏବେ ରାଜ୍ୟରେ ମୋଟ ଭୋଟର ସଂଖ୍ୟା ୩ କୋଟି ୨୬ ଲକ୍ଷ। ଏଥିରୁ ୧ କୋଟି ୩୦ ଲକ୍ଷରୁ ଅଧିକ ଭୋଟ ବିଜେଡି କିପରି ନିଜ ସପକ୍ଷରେ ଆଣିବ ସେନେଇ ଆଜି ମୂଳଦୂଆ ପକାଇବ ବିଜେଡି।
Trending
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
Prev Post
Next Post