ନବୀନଙ୍କୁ ଷଷ୍ଠ ଥର ମୁଖ୍ୟମନ୍ତ୍ରୀ କରିବାକୁ ବିରାଟ ପ୍ଲାନ୍। ଆଜି ଶଙ୍ଖଭବନରେ ପଡ଼ିବ ମୂଳଦୂଆ। ବିଜେଡିର ରାଜ୍ୟ କାର୍ଯ୍ୟକାରିଣୀ ଓ ପରିଷଦ ବୈଠକ ବସୁଛି । ୩ ବର୍ଷ ପରେ ବିଜେଡିର କାର୍ଯ୍ୟକାରିଣୀ ବସିବାକୁ ଯାଉଛି। ସବୁ ବିଧାୟକ, ସାଂସଦ ଓ ବରିଷ୍ଠ ନେତା ଉପସ୍ଥିତ ରହିବେ । ଆସନ୍ତା ୨୬ ତାରିଖରେ ବିଜେଡିର ୨୭ ତମ ପ୍ରତିଷ୍ଠା ଦିବସ ପାଳିତ ହେବାକୁ ଯାଉଛି । ପ୍ରତିଷ୍ଠା ଦିବସରେ ବହୁ ଜନହିତକର କାର୍ଯ୍ୟକ୍ରମମାନ ଆୟୋଜନ କରାଯିବ । ୨୦୨୪ ନିର୍ବାଚନ ପାଇଁ ମୂଳଦୂଆ ପଡ଼ିବ । ୫୦ ପ୍ରତିଶତରୁ ଅଧିକ ମତଦାନ ନିଜ ସପକ୍ଷରେ ଆଣିବା ପାଇଁ ଟାର୍ଗେଟ ରଖିଛି ବିଜେଡି । ଏବେ ରାଜ୍ୟରେ ମୋଟ ଭୋଟର ସଂଖ୍ୟା ୩ କୋଟି ୨୬ ଲକ୍ଷ। ଏଥିରୁ ୧ କୋଟି ୩୦ ଲକ୍ଷରୁ ଅଧିକ ଭୋଟ ବିଜେଡି କିପରି ନିଜ ସପକ୍ଷରେ ଆଣିବ ସେନେଇ ଆଜି ମୂଳଦୂଆ ପକାଇବ ବିଜେଡି।
Trending
- ହଠାତ୍ ସୃଷ୍ଟିହୋଇଥିବା ବର୍ଷା ଓ ପବନ ଯୋଗୁଁ ,ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ହେଲିକପ୍ଟରର ଜରୁରୀ ଅବତରଣ
- ମୁମ୍ବାଇ ବିମାନବନ୍ଦରରୁ ଯାତ୍ରୀଙ୍କ ବ୍ୟାଗରୁ ୨୯ଟି ବିଦେଶୀ ବନ୍ୟଜନ୍ତୁଙ୍କୁ ଜବତ କରିଛି କଷ୍ଟମ ବିଭାଗ
- ସମ୍ବଲପୁରରୁ ଆସିଛି ବଡ଼ ଅଘଟଣ,ବାଇକ ଚେନ୍ କ୍ରାଙ୍କରେ ପିଟି ପିଟି ମାଆ ଝିଅଙ୍କୁ ବୀଭତ୍ସ ହତ୍ୟା
- ‘ୱି ଦି ଲିଡର’ ଆନ୍ଦୋଳନର ଶୁଭାରମ୍ଭ କରିଛନ୍ତି କେ. ଆନ୍ନାମଲାଇ,ମାତ୍ର କେଇ ଘଣ୍ଟା ମଧ୍ୟରେ ୧୫ ଲକ୍ଷରୁ ଅଧିକ ଲୋକ ଏଥିରେ ସାମିଲ ହୋଇ ଏକ ନୂଆ ରେକର୍ଡ ସୃଷ୍ଟି କରିଛନ୍ତି
- ମୃତ ସୌମ୍ୟଙ୍କ ମୌଜପୁର ଘରେ ଖୋଳତାଡ଼ କରୁଛନ୍ତି କ୍ରାଇମବ୍ରାଞ୍ଚ ଟିମ୍,ହାତଲେଖା ଡାଇରୀ ଜବତ କରିବା ପାଇଁ ଏହି ଟିମ୍ ତାଙ୍କ ଘରେ ପହଞ୍ଚିଛି
- ୬ ଦିନିଆ ଦିଲ୍ଲୀ ଗସ୍ତ ସାରି ଓଡ଼ିଶା ଫେରିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
- ପାଟନା ସିଭିଲ କୋର୍ଟରେ ଗୁଳିକାଣ୍ଡ ମାମଲାରେ ଚର୍ଚ୍ଚିତ ଶିକ୍ଷକ ଖାନ୍ ସାର୍
- ରାଜ୍ୟରେ ମୋଟ ୩,୭୯୩.୩୩ କୋଟି ଟଙ୍କାର ପୁଞ୍ଜିନିବେଶ ହେବାକୁ ଯାଉଥିବା ବେଳେ ୧୯,୯୨୪ ଜଣଙ୍କ ପାଇଁ ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ
- ଅନ୍ତର୍ଜାତୀୟ ରଜ ଉତ୍ସବ ଉପରେ କାଳବୈଶାଖୀ ମାଡ଼,ବ୍ୟବସାୟୀଙ୍କ ସାମଗ୍ରୀରେ ପାଣି ପଶି ଲକ୍ଷାଧିକ ଟଙ୍କାର କ୍ଷତି ହୋଇଛି
- ଦିଲ୍ଲୀରେ ‘କକ୍ରୋଚ୍’ ପାର୍ଟିର ଆନ୍ଦୋଳନ,କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି
Prev Post
Next Post