ରାଜ୍ୟବ୍ୟାପୀ ଧର୍ମଘଟ କରିବେ ପରିବହନ ଶ୍ରମିକ ସଂଘର ସଦସ୍ୟ । ନୂଆ ହିଟ ଆଣ୍ଡ ରନ୍ ଆଇନକୁ ପ୍ରତ୍ୟାହାର ଦାବିରେ ଧର୍ମଘଟ କରୁଛି ଓଡ଼ିଶା ପରିବହନ ଶ୍ରମିକ ସଂଘ । ଡ୍ରାଇଭର ସଂଘର ଆନ୍ଦୋଳନ ପରେ ପରିବହନ ଶ୍ରମିକ ସଂଘ ମଧ୍ୟ ଧର୍ମଘଟକୁ ଓହ୍ଲାଇଛି । ଫଳରେ ସାଧାରଣ ଜନତାଙ୍କ ଉପରେ ପରୋକ୍ଷ ଭାବରେ ଏହାର ପ୍ରଭାବ ପରିଲକ୍ଷିତ ହୋଇଛି । ତେବେ ଏହି ଧର୍ମଘଟରେ ରାଜ୍ୟର ଟ୍ରକ ମାଲିକ ସଂଘ ସାମିଲ ହେବନାହିଁ ବୋଲି ଜାଣିବାକୁ ମିଳିଛି ।
Trending
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
Next Post