ଆଜିଠୁ ଶକ୍ତିପୀଠରେ ଆରମ୍ଭ ହେଉଛି ନବରାତ୍ର ପୂଜା । ଚଣ୍ଡିପାଠରେ ପ୍ରକମ୍ପିତ ହେଉଛି ପରିବେଶ ବିଭିନ୍ନ ଶକ୍ତିପୀଠ । ଶାରଦୀୟ ଦୁର୍ଗାପୂଜା ଅବସରରେ ଚାଲିଛି ମାଆଙ୍କ ଷୋଡଶ ଉପଚାର ପୂଜା । ଆଜିଠାରୁ ମା ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି । ନବରାତ୍ର ପୂଜା ଦୃଷ୍ଚିରୁ ମାଆଙ୍କ ପୀଠରେ ଅଧିକ ଭକ୍ତଙ୍କ ସମାଗମ ଦେଖିବାକୁ ମିଳୁଛି । କଟକ ଚଣ୍ଡି, ମାଆ ସମଲେଇଙ୍କ ପୀଠରେ ଆଜିଠୁ ଆରମ୍ଭ ହେଉଛି ନବରାତ୍ର ପୂଜା । ଗତକାଲି ପରି ଆଜି ବି ଧବଳମୁଖି ବେଶରେ ଦର୍ଶନ ଦେଉଛନ୍ତି ମାଆ ସମଲେଶ୍ବରୀ । ଅଢେଇ ଦିନ ପର୍ଯ୍ୟନ୍ତ ମାଆଙ୍କୁ ଧବଳମୁଖି ବେଶ କରିବା ନେଇ ପରମ୍ପରା ରହିଛି । ଅନ୍ୟପଟେ ପୂଜା ମଣ୍ଡପରେ ମାଆଙ୍କ ମୂର୍ତ୍ତିରେ ଖଡି ଲାଗି ପରେ ଆଜିଠୁ ରଙ୍ଗକାମ କରାଯାଉଛି । ମଣ୍ଡପରେ ସାଜସଜା, ରୁପା ମେଢ ଓ ତୋରଣ କାମ ମଧ୍ୟ ଜୋରସୋରରେ ଚାଲିଛି ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post