ଉପବାସରେ ପ୍ରଭୁ ଲିଙ୍ଗରାଜ।ଆଜି ମଙ୍ଗଳଆଳତି ଠାରୁ ନୀତିକାନ୍ତି ବନ୍ଦ ରହିଛି। ସକାଳୁ ସିଂହଦ୍ୱାର ଖୋଲା ନୀତି ହୋଇଛି। କିନ୍ତୁ ମଙ୍ଗଳ ଆଳତି କରାଯାଇ ନାହିଁ। ମଙ୍ଗଳ ଆଳତି ଠାରୁ ନିତିକନ୍ତି ବନ୍ଦ ରହିଛି। ବ୍ରାହ୍ମଣ ନିଯୋଗର ପତି ଓ ପୂଜା ପଣ୍ଡା ନିଯୋଗର ସେବାୟତ ଅନୁପସ୍ଥିତ ଥିବାରୁ ବନ୍ଦ ରହିଛି ନିତିକାନ୍ତି। ମନ୍ଦିର ପ୍ରଶାସନକୁ ଏଇ ବିଷୟରେ ଆମେ ଲିଖିତ ଆକାରରେ ଦିଆଯାଇଛି। କଣ ଏହା ପଛରେ କାରଣ ରହିଛି ତାହା ମନ୍ଦିର ପ୍ରଶାସନ ବୈଠକ ପରେ ସ୍ପଷ୍ଟ ହେବ। ସେପଟେ ବଡୁ ନିଯୋଗ କହିଛି ଆମ ପକ୍ଷରୁ ସମସ୍ତ ନିତିକାନ୍ତି କରାଯାଉଛି। କିଏ କଣ ଅଭିଯୋଗ ଆଣିଛି ଆମେ ଜାଣିନାହୁଁ।ତେବେ ଲିଙ୍ଗରାଜଙ୍କ ଅବକାଶ, ମଙ୍ଗଳଆଳତୀ ବନ୍ଦ । ପୂଜା ପଣ୍ଡା ନ ଆସିବାରୁ ମଙ୍ଗଳ ଆଳତୀ ବନ୍ଦ ରହିଛି । ଏ ବାବଦରେ ADMଙ୍କୁ ଅବଗତ କରାଇବେ ଲିଙ୍ଗରାଜ ମନ୍ଦିର ପୂଜକ କର୍ତ୍ତୃପକ୍ଷ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post