ଏକ୍ସପ୍ରେସ ଟ୍ରେନରେ ଲାଗିଲା ନିଆଁ 

ପ୍ଲାର୍ଟଫର୍ମରେ ଛିଡା ହୋଇଥିବା ଏକ୍ସପ୍ରେସ ଟ୍ରେନରେ ଲାଗିଲା ନିଆଁ । କୋରବା- ବିଶାଖାପାଟଣା ଏକ୍ସପ୍ରେସର ୩ଟି ଏସି କୋଚ୍ ରେ ଲାଗିଲା ନିଆଁ । ବିଶାଖାପାଟଣା ଷ୍ଟେସନର ୪ନଂ ପ୍ଲାଟଫର୍ମରେ ଅଘଟଣ । କୌଣସି ଯାତ୍ରୀଙ୍କ କିଛି କ୍ଷୟକ୍ଷତି ହୋଇନଥିବା ସୂଚନା ମିଳିଛି ।