ଭୁବନେଶ୍ବର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ୍ କରିଛନ୍ତି ବିଜେଡି ସାଂସଦ ସସ୍ମିତ ପାତ୍ର । କେନ୍ଦ୍ରୀୟ ସଂସ୍ଥାରେ ଓଡ଼ିଆ ପିଲାଙ୍କୁ ଚାକିରି ନାହିଁ । ଏମସିଏଲ, ଆଇଓସିଏଲ, ନାଲକୋରେ ମିଳୁନି ଓଡ଼ିଆ ପିଲାଙ୍କୁ ନିଯୁକ୍ତି । ଓଡ଼ିଆ ପିଲାଙ୍କ ବଦଳରେ ବିହାର ଓ ମଧ୍ୟପ୍ରଦେଶ ପିଲାଙ୍କୁ ଏହି ସବୁ ସଂସ୍ଥାରେ ମିଳୁଛି ଚାକିରି । ଧର୍ମେନ୍ଦ୍ର ପ୍ରଧାନ ଓଡ଼ିଶା ସ୍ୱାର୍ଥକୁ କେବେ ଗୁରୁତ୍ୱ ଦେଇନାହାନ୍ତି ବୋଲି କହିଛନ୍ତି ସସ୍ମିତ ପାତ୍ର । କେନ୍ଦ୍ର ନିକଟରେ ଓଡ଼ିଶାବାସୀ ଓ ରାଜ୍ୟ ସ୍ବାର୍ଥ କଥା ଉଠାଇନାହାନ୍ତି । ସମ୍ବଲପୁର-କଟକ ଜାତୀୟ ରାଜପଥ କାମ ନିମ୍ନମାନର ହେଉଛି । ଆଦିବାସୀଙ୍କ ପାଇଁ ୭ଲକ୍ଷ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଘର ଏଯାଏ ମିଳୁନି ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ