ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ଆଜି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ଶପଥ ନେବେ | ହାଇକୋର୍ଟ ପ୍ରୋଟୋକଲ ପକ୍ଷରୁ ଶପଥ ଗ୍ରହଣ ସମୟ ଦିନ ୧୦ଟା ଧାର୍ଯ୍ୟ କରାଯାଇଛି | ଏହି ଶପଥ ଗ୍ରହଣ ଉତ୍ସବରେ ରାଜ୍ୟ ମୁଖ୍ୟ ଶାସନ ସଚିବ, ରାଜ୍ୟପାଳ, ପୁଲିସ ଡ଼ିଜିଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି | ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ପୂର୍ବରୁ ପାଟନା ହାଇକୋର୍ଟରେ ବିଚାରପତି ଭାବେ କାର୍ଯ୍ୟ କରୁଥିଲେ |
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post