ସଂସଦରେ ୨୦୨୪-୨୫ ଆର୍ଥିକ ବର୍ଷର ସାଧାରଣ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଚଳିତ ବଜେଟରେ ଓଡ଼ିଶାକୁ ଗୁରୁତ୍ୱ ଦିଆଯାଇଛି । ରଜ୍ୟର ପର୍ଯ୍ୟଟନସ୍ଥଳୀ ପାଇଁ ବଜେଟରେ ବିଶେଷ ଘୋଷଣା କରାଯାଇଛି । ପ୍ରାକୃତିକ ଶୋଭାରେ ସମୃଦ୍ଧ ଓଡ଼ିଶାର ବନ୍ୟପ୍ରାଣୀ ଅଭୟାରଣ୍ୟ ଓ ବେଳାଭୂମି ଗୁଡିକ ପର୍ଯ୍ୟଟନର ମୁଖ୍ୟ ଆଧାର ହୋଇଥିବାରୁ ଏଥିପ୍ରତି ବିଶେଷ ଗୁରୁତ୍ୱ ଦିଆଯିବ । ଓଡ଼ିଶାର ପର୍ଯ୍ୟଟନସ୍ଥଳୀକୁ ବିଶ୍ୱସ୍ତରୀୟ କରାଯିବ । ପର୍ଯ୍ୟଟନସ୍ଥଳୀର ବିକାଶ ପାଇଁ ଓଡ଼ିଶାକୁ ଆର୍ଥିକ ସହାୟତା ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ।
Trending
- ନୂଆପଡ଼ା ଉପ-ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଲା
- ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
- ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
Prev Post