ଓଡ଼ିଶାରେ କରୋନା ଭାଇରସ । ରାଜ୍ୟରେ କୋଭିଡ୍-୧୯ ମାମଲାରେ କିଛି ବୃଦ୍ଧି ଦେଖାଦେଇଛି। ସ୍ୱାସ୍ଥ୍ୟ ବିଭାଗର ରିପୋର୍ଟ ଅନୁସାରେ, ଗତ କିଛି ସପ୍ତାହରେ ନୂଆ ମାମଲା ଚିହ୍ନଟ ହୋଇଛି, ଯଦିଓ ଏହା ପୂର୍ବ ତରଙ୍ଗ ତୁଳନାରେ କମ୍ ତୀବ୍ର। ସରକାର ଓ ସ୍ୱାସ୍ଥ୍ୟ ଅଧିକାରୀମାନେ ଜନସାଧାରଣଙ୍କୁ ମାସ୍କ ପରିଧାନ, ସାମାଜିକ ଦୂରତା ଓ ଟୀକାକରଣ ଜାରି ରଖିବାକୁ ପରାମର୍ଶ ଦେଇଛନ୍ତି।ତିନି ବର୍ଷର ବ୍ୟବଧାନ ପରେ, ଓଡ଼ିଶାରେ କରୋନା ପୁନର୍ବାର ଦେଖାଦେଇଛି। ରାଜଧାନୀ ଭୁବନେଶ୍ୱରରେ ପ୍ରଥମ ମାମଲା ଚିହ୍ନଟ ହୋଇଛି। ସଂକ୍ରମିତ ବ୍ୟକ୍ତି ଜଣକ ସମ୍ପ୍ରତି ଦିଲ୍ଲୀରୁ ଫେରିଥିଲେ। ସେ ବର୍ତ୍ତମାନ ଘରେ କ୍ୱାରାଣ୍ଟାଇନ୍ରେ ଅଛନ୍ତି। କୋରୋନା ଲକ୍ଷଣ ପ୍ରକାଶ ପାଇବା ପରେ ସମୃକ୍ତ ବ୍ୟକ୍ତି ଟେଷ୍ଟ କରିଥିଲେ। ତା ପରେ ସେ କୋଭିଡ ପଜିଟିଭ ଚିହ୍ନଟ ହୋଇଥିବା ସୂଚନା ମିଳିଛି।
Trending
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
- ପୁରୀରେ ବ୍ରିକ୍ସ ରାଷ୍ଟ୍ର ସମୂହର ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
Next Post