ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ଓଡିଶା ଗସ୍ତରେ ଆସି ସେ ରାଜ୍ୟ ବିଜେପିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକରେ ଯୋଗ ଦେବା ନେଇ ସୂଚନା ମିଳିଛି । ଆସନ୍ତା ୧୯ ଓ ୨୦ ତାରିଖରେ ରାଜ୍ୟ ବିଜେପିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ବସିବାକୁ ଅଛି । ଏହି ବୈଠକରେ ଯୋଗ ଦେବାକୁ ନଡ୍ଡା ଓଡିଶା ଆସିବେ । ତେବେ ସ୍ୱାସ୍ଥ୍ୟଗତ ସମସ୍ୟା କାରଣରୁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଓଡିଶା ଆସିପାରୁନାହାଁନ୍ତି ବୋଲି ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ଏଥିସହ ବୈଠକରେ ଆଗାମୀ ଦିନର ରଣନୀତି ଓ କାର୍ଯ୍ୟପନ୍ଥା ଦଳ ପ୍ରସ୍ତୁତ କରିବ ବୋଲି ସେ କହିଛନ୍ତି । ଶାସକ ଦଳ ହିସାବରେ ଆଗାମୀ ଦିନରେ ଦଳ କେଉଁ କେଉଁ କାର୍ଯ୍ୟକ୍ରମ ହାତକୁ ନେଇ ସେ ନେଇ ରାଜନୈତିକ ଚିଠା ପ୍ରସ୍ତାବ ପାରିତ ହେବ ବୋଲି ମନମୋହନ ସାମଲ ସୂଚନା ଦେଇଛନ୍ତି ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post