ଲକ୍ଷ୍ମୀ ବସ ଚଳାଚଳର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାଛଡ଼ା ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ କରିଛନ୍ତି ନବୀନ । ଜିଲ୍ଲା ପାଇଁ ୧୨୦୦ କୋଟି ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ।ପଞ୍ଚାୟତରେ ବିକାଶର ନୂଆ ଧାରା ଆରମ୍ଭ କରିଛି ଲକ୍ଷ୍ମୀ । ଏହା ଗାଁକୁ ଗାଁ ଯୋଡିବା ସହ ଗମନାଗମନ ଓ ପରିବହନ ବ୍ୟବସ୍ଥାରେ ରୂପାନ୍ତର ଆଣିବ । ଲୋକଙ୍କ ସାମାଜିକ ସମ୍ପର୍କ ଓ ଅର୍ଥନୀତି ଆହୁରି ମଜଭୁତ୍ କରି ସମସ୍ତଙ୍କୁ ବିକାଶ ସହିତ ଯୋଡିବ ଲକ୍ଷ୍ମୀ ବସ୍ । ଲୋକଙ୍କ ଆବଶ୍ୟକତା ଅନୁସାରେ ଲକ୍ଷ୍ମୀ ବସ ସେବା ଆରମ୍ଭ ହୋଇଛି । ଲୋକଙ୍କ ଘର ପାଖକୁ ବସ୍ ଆସିବ ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Next Post