କୃଷି ବଜେଟରେ ରାଜ୍ୟ ସରକାର କାଳିଆ ଯୋଜନା ପାଇଁ ୧ ୮ ଶହ ୭୯ କୋଟିର ବ୍ୟୟବରାଦ କରିଛନ୍ତି । ୨୦୧୮-୧୯ରୁ ଆରମ୍ଭ ହୋଇଥିବା କାଳିଆ ଯୋଜନା ପାଇଁ ରାଜ୍ୟ ସରକାର ୧ ହଜାର ୮ ଶହ ୭୯ କୋଟି ଟଙ୍କାର ବ୍ୟୟବରାଦ କରିଛନ୍ତି । ପୂର୍ବରୁ ଏହି ଯୋଜନାରେ ୪୧ ଲକ୍ଷ ୮ ହଜାର କ୍ଷୁଦ୍ର ଏବଂ ନାମମାତ୍ର ଚାଷୀ ଏବଂ ୧୮ ଲକ୍ଷ ୬୯ ହଜାର ଭୂମିହୀନ ଚାଷୀ ପରିବାରକୁ ସହାୟତା ମିଳିସାରିଛି ।କୃଷି ବଜେଟରେ ମୋଟ ୨୪ ହଜାର ୮୨୯ କୋଟିର ବ୍ୟୟବରାଦ କରାଯାଇଛି । ୨୦୨୩-୨୪ର ଏହି ବଜେଟ ଗତବର୍ଷ ତୁଳନାରେ ୨୦ ପ୍ରତିଶତ ଅଧିକ ହୋଇଥିବା ବେଳେ ୨୦୧୬-୧୭ ଆର୍ଥିକ ବର୍ଷ ତୁଳନାରେ ଏହା ୩ ଗୁଣ ଅଧିକ ରହିଛି ।
Trending
- ଭାରତର ନୂଆ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ୍ ଙ୍କ ରାଜନୈତିକ କ୍ୟାରିଅର୍ ସଂମ୍ପର୍କରେ ଜାଣନ୍ତୁ…..
- ମୋଦୀ ଯୁବା ମାରାଥନରେ ନିଶାମୁକ୍ତ ଭାରତର ବାର୍ତା ଦେବ ବିଜେପି ଯୁବମୋର୍ଚ୍ଚା
- ଉପରାଷ୍ଟ୍ରପତି ନିର୍ବାଚନ: ବିଜେଡି ସମଦୂରତା ରକ୍ଷାକରିବ
- ପୁଣି ବର୍ଷିଲେ ସୈାମ୍ୟ ରଞ୍ଜନ ପଟ୍ଟନାୟକ
- ନବୀନ ଦିଲ୍ଲୀରେ, ବିଜେଡି କାହାକୁ ଦେବ ଭୋଟ
- ରାଜ୍ୟ ରାଜନୀତିର ଦୁଇ ପ୍ରମୁଖ ଦଳ ବିଜେଡି ଆଉ ବିଜେପିର ମୁଖିଆ ଏବେ ଦିଲ୍ଲୀ ଗସ୍ତରେ
- ନବୀନ କାହାକୁ ସମର୍ଥନ କରିବେ ?
- ପିତୃପକ୍ଷ ଆରମ୍ଭ
- ନିର୍ମିତ ରୋପୱେ ଭାଙ୍ଗି 6 ମୃତ
- ଆପଣଙ୍କର ଚାରି ଚକିଆ ଯାନ ଅଛି କି? ଆଉ ସୁଭଦ୍ରା ଟଙ୍କା ମିଳିବନି
Next Post