ମେଟ୍ରୋ ଟିଭି ଓଡିଶା ( ୧୫.୨.୨୦୨୨) : ବିଧାନ ପରିଷଦ ପ୍ରସଙ୍ଗରେ କେନ୍ଦ୍ରକୁ ଦୁଇଟି ଚିଠି ଲେଖିଲେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ପ୍ରଥମ ଚିଠିରେ ୨୦୧୮ରେ ଦିଆଯାଇଥିବା ସମସ୍ତ ତଥ୍ୟକୁ ସଂଲଗ୍ନ କରି ପଠାଯାଇଛି । ଦ୍ଵିତୀୟ ଚିଠିଟି କେନ୍ଦ୍ର ଆଇନ ମନ୍ତ୍ରୀଙ୍କୁ ଲେଖିଛନ୍ତି ବାଚସ୍ପତି । ଏଥିରେ ବାଚସ୍ପତି ଉଲ୍ଲେଖ କରିଛନ୍ତି ଯେ, ୨୦୧୮ରେ ବିଧାନସଭା ପକ୍ଷରୁ ଦିଆଯାଇଥିବା ଚିଠି କିପରି ପହଞ୍ଚିନାହିଁ ବିଭାଗ ନିକଟରେ ସେ ସଂକ୍ରାନ୍ତରେ ଏକ ଅନୁଧ୍ୟାନ କରିବା ପାଇଁ ବାଚସ୍ପତି ଅନୁରୋଧ କରିଛନ୍ତି ।
Trending
- ଚାଷୀ ପଞ୍ଜୀକରଣ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ , ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
- ପହିଲାରୁ ନୂଆ ନିୟମ ,ମାସିକ ବଜେଟକୁ କରିବ ପ୍ରଭାବିତ
- ମନ କି ବାତରେ ଓଡ଼ିଶା କଥା
- ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ