କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କ ବାସଭବନରେ ବିଜେପି ସାଂସଦଙ୍କ ଭେଟଘାଟ
କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କ ବାସଭବନରେ ଭେଟଘାଟ । ଦିଲ୍ଲୀ ସ୍ଥିତ ବାସଭବନରେ ଓଡ଼ିଶାର ବିଜେପି ସାଂସଦଙ୍କ ଭେଟଘାଟ । ଉପସ୍ଥିତ ଥିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ ତୋମର ବି ଉପସ୍ଥିତ । ଉପସ୍ଥିତ ଥିଲେ ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଜୁଏଲ୍ ଓରାମ୍ । ଏହି ଭେଟଘାଟ ସମୟରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଥିଲା ।