ମେଟ୍ରୋ ପ୍ରକଳ୍ପ ପାଇଁ ଡିପିଆରକୁ ଅନୁମୋଦନ ମିଳିଛି। ମୁଖ୍ୟମନ୍ତ୍ରୀ ଏହି ଡିପିଆରକୁ ଅନୁମତି ଦେଇଥିବାବେଳେ ଆଗାମୀ ପ୍ରକ୍ରିୟା ସ୍ବରୂପ ଖୁବଶୀଘ୍ର ଟେଣ୍ଡର ପ୍ରକ୍ରିୟା ଆରମ୍ଭ ହେବ ବୋଲି ଜଣାପଡିଛି। ପ୍ରାଥମିକ ସୂଚନା ଅନୁଯାୟୀ ‘ଟର୍ଣ୍ଣ କି’ ଆଧାରରେ ଏହି କାର୍ଯ୍ୟ କରିବା ପାଇଁ ନିଷ୍ପତ୍ତି ହୋଇଛି। ଏଥିପାଇଁ ଯୋଗ୍ୟ ସଂସ୍ଥା ଟେଣ୍ଡର ପ୍ରକ୍ରିୟାରେ ଚୟନ କରିବା ଉପରେ ଗୁରୁତ୍ବ ଦେବା ପାଇଁ ଭୁବନେଶ୍ବର ମେଟ୍ରୋ ରେଳ କର୍ପୋରେସନ (ବିଏମଆରସି) ଯୋଜନା କରିଛି। ଅନ୍ୟପଟେ ଆସନ୍ତା ୧୮ ତାରିଖରେ ବିଏମଆରସିର ପ୍ରଥମ ବୋର୍ଡ ମିଟିଂ ବସିବ। ଏହି ବୋର୍ଡରେ ମୁଖ୍ୟ ଶାସନ ସଚିବ ଅଧ୍ୟକ୍ଷ ରହିଛନ୍ତି। ନଗର ଉନ୍ନୟନ ବିଭାଗ ସଚିବ, ପୂର୍ତ୍ତ ସଚିବ, ପରିବହନ ସଚିବ, ଅର୍ଥ ସଚିବଙ୍କ ସହିତ ବିଏମଆରସିର ଅଧ୍ୟକ୍ଷ ସଦସ୍ୟ ରହିଛନ୍ତି।
Trending
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
- ପୁରୀରେ ବ୍ରିକ୍ସ ରାଷ୍ଟ୍ର ସମୂହର ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
Prev Post