ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଧର୍ମଘଟ ସ୍ଥଗିତ ରହିଲା । ପୂଜା ପାଇଁ ସ୍ଥଗିତ ରହିଲା ବସ୍ ଧର୍ମଘଟ । ଆଜିଠୁ ସାରା ରାଜ୍ୟରେ ଚାଲିବ ବସ୍ । ୩୧ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ । ବସ୍ ମାଲିକ ସଂଘ ପକ୍ଷରୁ ପ୍ରେସମିଟ୍ । ପ୍ରେସ୍ମିଟ୍ କରି ସୂଚନା ଦେଲେ ସଂଘ ସମ୍ପାଦକ ଦେବେନ୍ଦ୍ର ସାହୁ ।ମୁଖ୍ୟମନ୍ତ୍ରୀ ଓ ପରିବହନ ମନ୍ତ୍ରୀଙ୍କ ଅପିଲ ପରେ ସ୍ଥଗିତ । ‘ଯାତ୍ରୀଙ୍କ ଅସୁବିଧା ପାଇଁ ଆମେ କ୍ଷମା ମାଗୁଛୁ । ଆସନ୍ତା 26 ତାରିଖ ଆଲୋଚନାକୁ ଅପେକ୍ଷା କରିଛୁ’ ।
Trending
- ପାକକୁ ମୋଦୀଙ୍କ ବ୍ରହ୍ମୋସ୍ ଚେତାବନୀ , ୟୁପିରେ ନିର୍ମାଣ ହେଉଛି କ୍ଷେପଣାସ୍ତ୍ର
- ଆଖି ବୁଜିଲେ ବଳଙ୍ଗା ପୀଡ଼ିତା,ଆଜି ଓଡ଼ିଶା ଆସିବ ମରଶରୀର
- ପୁଷ୍କରା’କୁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର
- ୨୦ ହଜାର ମହିଳା ଘେରିବେ ବିଧାନସଭା
- ଓଡ଼ିଶା ସମେତ ସମେତ ୬ଟି ରାଜ୍ୟର ୪ଟି ଗୁରୁତ୍ୱପୂର୍ଣ୍ଣ ରେଳ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍ର ମଞ୍ଜୁରୀ
- ପ୍ରଧାନମନ୍ତ୍ରୀ ବାରାଣସୀରେ ପ୍ରାୟ ୨୨୦୦ କୋଟି ଟଙ୍କାର ଅନେକ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିବେ
- ପୁରୀ ଶରଧାବାଲି ଦଳଚକଟା ଘଟଣା , ମୁଖ୍ୟମନ୍ତ୍ରୀଙ୍କୁ ତଦନ୍ତ ରିପୋର୍ଟ ଦେଲେ ଉନ୍ନୟନ କମିଶନର
- ସୁଭଦ୍ରା ଯୋଜନାରୁ ବାଦ୍ ପଡ଼ିଥିବା ୨ ଲକ୍ଷ ମହିଳାଙ୍କୁ ଆଉ ପୁନର୍ବାର ଆବେଦନ କରିବାକୁ ପଡ଼ିବ ନାହିଁ
- ନରେନ୍ଦ୍ର ମୋଦୀଙ୍କ କ୍ୟାବିନେଟର 6 ଟି ବୈଠକରେ ବଡ଼ ନିଷ୍ପତ୍ତି
- ଆସନ୍ତା କାଲି ଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ
Prev Post
Next Post