ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଧର୍ମଘଟ ସ୍ଥଗିତ ରହିଲା । ପୂଜା ପାଇଁ ସ୍ଥଗିତ ରହିଲା ବସ୍ ଧର୍ମଘଟ । ଆଜିଠୁ ସାରା ରାଜ୍ୟରେ ଚାଲିବ ବସ୍ । ୩୧ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ । ବସ୍ ମାଲିକ ସଂଘ ପକ୍ଷରୁ ପ୍ରେସମିଟ୍ । ପ୍ରେସ୍ମିଟ୍ କରି ସୂଚନା ଦେଲେ ସଂଘ ସମ୍ପାଦକ ଦେବେନ୍ଦ୍ର ସାହୁ ।ମୁଖ୍ୟମନ୍ତ୍ରୀ ଓ ପରିବହନ ମନ୍ତ୍ରୀଙ୍କ ଅପିଲ ପରେ ସ୍ଥଗିତ । ‘ଯାତ୍ରୀଙ୍କ ଅସୁବିଧା ପାଇଁ ଆମେ କ୍ଷମା ମାଗୁଛୁ । ଆସନ୍ତା 26 ତାରିଖ ଆଲୋଚନାକୁ ଅପେକ୍ଷା କରିଛୁ’ ।
Trending
- ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜି ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
Prev Post
Next Post