ଚତୁର୍ଥ ତଥା ଶେଷ ପର୍ଯ୍ୟାୟରେ ରାଜ୍ୟରେ ୯୯ ଲକ୍ଷ ୬୧ ହଜାର ଭୋଟର ମତଦାନ କରିବେ । ୫୦ ଲକ୍ଷ ୮୮ ହଜାର ପୁରୁଷ ଭୋଟର ରହିଥିବା ବେଳେ ୪୮ ଲକ୍ଷ ୭୨ ହଜାର ମହିଳା ଭୋଟର । ସେହିପରି ୬ ହଜାର ୮୭ ଜଣ ତୃତୀୟ ଲିଙ୍ଗି ଭୋଟର ରହିଛନ୍ତି । ୧୦ ହଜାର ୮୮୨ଟି ମତଦାନ କେନ୍ଦ୍ରରେ ମତଦାନ କରିବେ ଭୋଟର । ୧୪ଶହ ବୁଥ୍ ମହିଳାଙ୍କ ଦ୍ୱାରା ପରିଚାଳିତ ହେବ । ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ୪୬୦ ଜଣ ପ୍ରାର୍ଥୀ ରହିଛନ୍ତି । ୩୯୪ ବିଧାନସଭା ପ୍ରାର୍ଥୀ ଓ ୬୬ ଜଣ ଲୋକସଭା ପ୍ରାର୍ଥୀ ରହିଛନ୍ତି । ନିର୍ବାଚନକୁ ଶାନ୍ତିଶୃଙ୍ଖଳାର ସହ ଶେଷ କରିବା ପାଇଁ ୧୨୫ କମ୍ପାନୀ ସିଏପିଏଫ୍ ମୁତୟନ ହେବେ ।
Trending
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ