ଆଜି ଚାଷୀଙ୍କ ଆକାଉଣ୍ଟକୁ ଯିବ କାଳିଆ ଟଙ୍କା । ପବିତ୍ର ନୂଆଖାଇ ଅବସରରେ ରବି ଫସଲ ପାଇଁ ଚାଷୀ ଭାଇ ଭଉଣୀଙ୍କୁ ଏବର୍ଷର କାଳିଆ ସହାୟତା ପ୍ରଦାନ କରାଯିବ । ଆଜି ଏହାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।୯୦୦ କୋଟି ଟଙ୍କାର ସହାୟତା ରାଶି ଦିଆଯିବ । ଡିବିଟି ମାଧ୍ୟମରେ ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ । ଏହାଦ୍ବାରା ଉପକୃତ ହେବେ ୪୪ଲକ୍ଷରୁ ଅଧିକ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଓ ଭୂମିହୀନ କୃଷକ ପରିବାର ।
Trending
- ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
- ପହିଲାରୁ ନୂଆ ନିୟମ ,ମାସିକ ବଜେଟକୁ କରିବ ପ୍ରଭାବିତ
- ମନ କି ବାତରେ ଓଡ଼ିଶା କଥା
- ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
Prev Post
Next Post