ଉତ୍ତରାଖଣ୍ଡର ଉତ୍ତରକାଶୀରେ ନିର୍ମାଣାଧୀନ ଟନେଲଟି ରବିବାର ଭୁଶୁଡ଼ି ପଡ଼ିଥିଲା। ଏଥିରେ ୫ ଜଣ ଓଡ଼ିଆ ଶ୍ରମିକ ଫସି ରହିଥିବା ଜଣାପଡ଼ିଛି। ଏହି ଶ୍ରମିକମାନଙ୍କ ପରିଚୟ ମିଳିଛି। ସେମାନେ ହେଲେ ନବରଙ୍ଗପୁରର ଭଗବାନ ଭତ୍ରା, ମୟୂରଭଞ୍ଜର ବିଶ୍ୱେଶ୍ୱର ନାୟକ ଏବଂ କୁଲଡିହାର ରାଜୁ ନାୟକ, ବଡ଼କୁଦାର ଧୀରେନ ଏବଂ ଶଙ୍କର୍ଷଣପୁରର ତପନ ମଣ୍ଡଳ। ତେବେ ଟନେଲ ଭିତରେ ସମସ୍ତେ ସୁରକ୍ଷିତ ଥିବା ସୂଚନା ମିଳିଛି। ଏନ୍ଡିଆରଏଫ୍, ଏସ୍ଡିଆର୍ଏଫ୍ ଏବଂ ପୋଲିସ ସୁରକ୍ଷା ବଳ ଦାୟିତ୍ୱରେ ନିୟୋଜିତ ଅଛନ୍ତି। ଶ୍ରମିକଙ୍କ ପାଖକୁ ପାଇପ୍ ଯୋଗେ ଖାଦ୍ୟ ଏବଂ ଅମ୍ଳଜାନ ପଠାଯାଉଛି।
Trending
- ବଢିଲା ବିଜେଡି ନେତାଙ୍କ ଅଡୁଆ, ପ୍ରୀତିରଞ୍ଜନ ଘଡେଇ ଙ୍କ ନାଁରେ ଏତଲା
- ଆଣ୍ଡାମାନ ଓ ନିକୋବର ଦ୍ଵୀପପୁଞ୍ଜରେ ଭୂକମ୍ପ ଝଟକା
- ନିମିଷା ପ୍ରିୟାଙ୍କ ମୃତ୍ୟୁଦଣ୍ଡ ବାତିଲ୍
- ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତି , ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
- ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପରିଚୟପତ୍ର ବଦଳିବ
- ଶ୍ରାବଣ ମାସର ତୃତୀୟ ସୋମବାର
- ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
- ପହିଲାରୁ ନୂଆ ନିୟମ ,ମାସିକ ବଜେଟକୁ କରିବ ପ୍ରଭାବିତ
- ମନ କି ବାତରେ ଓଡ଼ିଶା କଥା
- ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ
Prev Post