ଆସନ୍ତା ଦୂର୍ଗା ପୂଜାକୁ ଶାନ୍ତି ଶୃଙ୍ଖଳା ସହ ପାଳନ ପାଇଁ ପୁରୁଣାକଟକ ଥାନା ପକ୍ଷରୁ ଅଞ୍ଚଳର ଦୁର୍ଗାପୂଜା କମିଟି ମେମ୍ବରଙ୍କୁ ନେଇ ଏକ ପ୍ରସୂତି ବୈଠକ ଗୁରୁବାର ପୁରୁଣା କଟକ ଥାନା ପରିସରରେ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ରଞ୍ଜିତ କୁମାର ମୁନିଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ବୈଠକରେ ବିଭିନ୍ନ ପୂଜା କମିଟିର ସଭାପତି ସମ୍ପାଦକ ଏବଂ ପୁରୁଣା କଟକ ଥାନା ଅଞ୍ଚଳ ବିଭିନ୍ନ ପଞ୍ଚାୟତର ସରପଞ୍ଚ ଉପସ୍ଥିତ ଥିଲେ। ଆଗାମୀ ଦୂର୍ଗା ପୂଜାକୁ କିପରି ଶାନ୍ତି ଶୃଙ୍ଖଳା ସହ କରାଯିବ, କମିଟି ମେମ୍ବର ପୁଲିସକୁ ସହଯୋଗ କରିବେ, ଚୋରି ଡକାୟତି ପ୍ରତି ସତର୍କ ରହିବା ନେଇ ବୈଠକରେ ଆଲୋଚନା ହୋଇଥିଲା।
Trending
- ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
- ପହିଲାରୁ ନୂଆ ନିୟମ ,ମାସିକ ବଜେଟକୁ କରିବ ପ୍ରଭାବିତ
- ମନ କି ବାତରେ ଓଡ଼ିଶା କଥା
- ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
Prev Post
Next Post