ସ୍ଥାନୀୟ ହୋଟେଲ ମେ ଫେୟାର ଠାରେ ଏସିଆନ୍ ଆଫ୍ରିକାନ୍ ଚାମ୍ବର ଅଫ୍ କମର୍ସ ଆଣ୍ଡ୍ ଇଣ୍ଡଷ୍ଟ୍ରି (ଏଏସିସିଆଇ)ର ବିଶ୍ୱସ୍ତରୀୟ ବ୍ୟବସାୟିକ ସମ୍ମିଳନୀର ଦ୍ୱିତୀୟ ଦିବସରେ ଆଇଟି କନ୍କ୍ଲେଭ ଏବଂ ଗ୍ରୀନ୍
ଟେକ୍ନୋଲୋଜି ଉପରେ ଏକ ଉପସ୍ଥାପନା ପ୍ରଦର୍ଶିତ ହୋଇଥିଲା ।ଏହି ସମ୍ମିଳନୀକୁ ଏଏସିସିଆଇର ଯୁଗ୍ମ ସଚିବ ସୁସ୍ମିତା ମହାନ୍ତି ଉଦ୍ଘାଟନ କରିବା ସହିତ ସ୍ୱାଗତ ସମ୍ଭାଷଣ ଦେଇଥିଲେ ପରେ ସିଙ୍ଗାପୁରର ଶୋଭିତ ଭେଙ୍କଟ ଉମା ,ସମ୍ମାନନୀୟ ଅତିଥି ଭାବେ ଏହି କର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଏହି ସମ୍ମିଳନୀରେ ବିଶ୍ୱର ବିଭିନ୍ନ ପ୍ରାନ୍ତରୁ ପ୍ରତିନିଧିମାନେ ଯୋଗ ଦେଇଛନ୍ତି । କେନିଆର ଜେମ୍ସ ମ୍ୟୁର୍ୟୁ ମୁଖ୍ୟ ଅତିଥି ରୂପେ ଯୋଗ ଦେବା ସହିତ ତାଙ୍କର ବକ୍ତବ୍ୟ ରଖିଥିଲେ । ଏହି ସମ୍ମିଳନୀକୁ ଏଏସିସିଆଇର ସଭାପତି ଡଃ ଲୀତା ମହାପାତ୍ର ପରିଚାଳନା କରିଥିଲେ
Trending
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
- ଦିଲ୍ଲୀରେ ଖୁବ୍ ଜୋର୍ରେ ବର୍ଷା , ତଳିଆ ଅଞ୍ଚଳ ଆଣ୍ଠୁଏ ପାଣି
- ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ବିଏମ୍ସିର କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
- ବନ୍ଧା ହେଲେ ଡିଏଫ୍ଓ ବାବୁ
Next Post