ନବମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ଆଗରେ

ବରଗଡ଼: ନବମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବର୍ଷା ସିଂ ବରିହା ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କଠାରୁ ଆଗରେ ଚାଲିଛନ୍ତି । ନବମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ଆଗରେ ରହିଛି । ବର୍ଷା ରଂଜନ ସିଂହ ବରିହା ୪୮୫୮୮ ଭୋଟ ପାଇଛନ୍ତି । ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ ୩୧୧୪୩ ଭୋଟ ପାଇଛନ୍ତି । କଂଗ୍ରେସ ପ୍ରାର୍ଥୀ ୧୭୯୬ ଖଣ୍ଡ ଭୋଟ୍ ପାଇଛନ୍ତି ।
ପ୍ରଥମ ରାଉଣ୍ଡରୁ ବିଜେଡି ପ୍ରାର୍ଥୀ ଆଗରେ ରହିଛନ୍ତି । ପ୍ରଥମ ରାଉଣ୍ଡରେ ବର୍ଷା ୧୭୧୨ ଖଣ୍ଡ ଭୋଟରେ ଆଗୁଆ ରହିଥିଲେ। ଦ୍ବିତୀୟ ରାଉଣ୍ଡ ଶେଷ ସୁଦ୍ଧା ୩୦୭୦ ଖଣ୍ଡ ଭୋଟରେ ବିଜେଡି ଆଗରେ ଥିଲା। ପ