ମା’ ତାରିଣୀ ମନ୍ଦିରର ବିକାଶ ସହ ଚାରିପାର୍ଶ୍ୱର ସୌନ୍ଦର୍ଯ୍ୟୀକରଣ ହେବ। ଏଥିପାଇଁ ୨୧୪ କୋଟି ଟଙ୍କା ଖର୍ଚ୍ଚ ହେବ। ଏହା ବ୍ୟତୀତ ବଡବିଲ୍ ପାଇଁ ଏକ ରିଙ୍ଗ୍ ରୋଡ୍ ନିର୍ମାଣ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ପୂର୍ତ୍ତ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ସମୀକ୍ଷା କରିବା ପରେ ଏଭଳି ଘୋଷଣା କରିବା ସହ ଏହି କାର୍ଯ୍ୟ ତୁରନ୍ତ ଆରମ୍ଭ କରି ସମୟସୀମା ମଧ୍ୟରେ ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟର ଚାରିପାର୍ଶ୍ୱକୁ ଏକ ଗ୍ରାଣ୍ଡ ରିଙ୍ଗ୍ ରୋଡ୍ ମାଧ୍ୟମରେ ଯୋଡିବା ପାଇଁ ଯେଉଁ ଲକ୍ଷ୍ୟ ରଖା ଯାଇଛି, ତାହାର ପ୍ରାଥମିକ ପର୍ଯ୍ୟାୟରେ ବ୍ରହ୍ମପୁରରୁ ଜୟପୁର ପର୍ଯ୍ୟନ୍ତ ୨୮୭ କିଲୋମିଟର ଏକ ସଡ଼କ ନିର୍ମାଣ କରାଯିବ। ଏଥିରେ ୪ଟି ଟନେଲ୍ ରହିବ।
Trending
- ‘ୟୁନିଟ୍-୧’ ହାଟ ରେ ଭୟାବହ ଅଗ୍ନିକାଣ୍ଡ
- ପୀତବାସ ପଣ୍ଡା ହତ୍ୟା, ହୋଇଥିଲା ୫୦ ଲକ୍ଷ ଟଙ୍କାର ଡିଲ୍
- ପୀତବାସ ପଣ୍ଡା ହତ୍ୟା ମାମଲାରେ ବିଜେଡ଼ି ନେତା ବିକ୍ରମ ପଣ୍ଡା ଗିରଫ
- ପୀତବାସ ହତ୍ୟା ମାମଲା,ବିଜେଡି ନେତା ବିକ୍ରମ ପଣ୍ଡାଙ୍କୁ ଗିରଫ କଲା ପୁଲିସ
- ‘ଅନ୍ତ୍ୟୋଦୟ ଗୃହ ଯୋଜନା’ ମାଧ୍ୟମରେ ଆର୍ଥିକ ଅନଗ୍ରସର ତଥା ନିମ୍ନ ଆୟବର୍ଗମାନଙ୍କ ପାଇଁ ସୁରକ୍ଷିତ ଓ ସ୍ଥାୟୀ ଆଶ୍ରୟସ୍ଥଳ ସୁନିଶ୍ଚିତ ହେଉଛି
- ଧୂଆଁମୟ ଦିଲ୍ଲୀର ଆକାଶ
- INS ବିକ୍ରାନ୍ତରେ ପ୍ରଧାନମନ୍ତ୍ରୀ ମୋଦି ସୈନିକମାନଙ୍କ ସହ ପାଳିଲେ ଦୀପାବଳି ଉତ୍ସବ
- ନାମାଙ୍କନ ଦାଖଲ କଲେ ସ୍ନେହାଙ୍ଗିନୀ ଛୁରିଆ
- ପୋଲିସ ସ୍ମାରକୀ ଦିବସ’ରେ ସହିଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ
- ଦୀପାବଳିରେ ଉପହାର ଦିଅନ୍ତୁ ଫାସ୍ଟ୍ୟାଗ ବାର୍ଷିକ ପାସ୍
Next Post