କୋରାପୁଟର ଆଦିବାସୀ ଲୋକ ମହୋତ୍ସବ ପରବକୁ ଜାତୀୟ ଆଦିବାସୀ ମହୋତ୍ସବ ମାନ୍ୟତା ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏପରି ଘୋଷଣା କରିଥିବା କହିଛନ୍ତି ରାଜ୍ୟ ଭାଷା, କଳା ଓ ସଂସ୍କୃତି ବିଭାଗ। ପରବର ଉଦଯାପନୀ ସଂଧ୍ୟାରେ ଏହି ଘୋଷଣା କରିଛନ୍ତି ଭାଷା, କଳା ଓ ସଂସ୍କୃତି ବିଭାଗର ଉପନିର୍ଦ୍ଦେଶକ ସୁବୋଧ ଆଚାର୍ଯ୍ୟ।ଏହାକୁ ନେଇ କୋରାପୁଟ ଜିଲ୍ଲରେ ଏକ ସେଲିବ୍ରେସନର ମାହୋଲ ସୃଷ୍ଟି ହୋଇଛି। କୋରାପୁଟ ଜିଲ୍ଲାରେ ୧୯୯୬ ମସିହାରୁ ଆରମ୍ଭ ହୋଇଥିବା ଏହି ଆଦିବାସୀ ମହୋତ୍ସବ ଏବେ ୨୬ବର୍ଷରେ ପହଞ୍ଚିଛି। ଏହାକୁ ଜାତୀୟ ସ୍ତରରେ ମାନ୍ୟତା ଦେବା ପାଇଁ ରାଜ୍ୟ ସରକାର ପ୍ରୟାସ କରିଆସୁଥିଲେ।ଏବେ ପରବକୁ ଜାତୀୟ ମାନ୍ୟତା ମିଳିଥିବାରୁ ଜିଲ୍ଲାର ବିଧାୟକଙ୍କ ସହ ସମସ୍ତ ଲୋକ ପ୍ରତିନିଧି ଓ କୋରାପୁଟବାସୀ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।
Trending
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
- ୨୦ ଦିନ ଧରି ଅନଶନରେ ଥିବା ଶିକ୍ଷା ଓ ପରିବେଶବିତ୍ ସୋନମ ୱାଙ୍ଗଚୁକଙ୍କୁ ଉଠାଇ ନେଲା ପୋଲିସ
- ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା ମାମଲା: ମିଳିଛି ଡିଜିଟାଲ ଏଭିଡେନ୍ସ
- ଚିଲିକାରେ ଅନନ୍ୟ ‘ଜଳ ରଥଯାତ୍ରା’ , ଡଙ୍ଗାରେ ମାଉସୀ ମା’ ମନ୍ଦିର ଯାତ୍ରା କଲେ ମହାପ୍ରଭୁ
Prev Post
Next Post