ପଶ୍ଚିମା ଝଡ଼ ପ୍ରଭାବରେ ୬ ଜିଲ୍ଲାରେ ଝଡ଼ବର୍ଷା । ଝଡ଼ ପ୍ରଭାବରେ କୋରାପୁଟ, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, କେନ୍ଦୁଝର, ମୟୂରଭଞ୍ଜ ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ହାଲୁକା ବର୍ଷା ହୋଇଯାଇଛି। ଆଜି ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଆଦି ଜିଲ୍ଲାରେ ବିଜୁଡ଼ି, ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ। ଏଣୁ ଏହି ୬ ଜିଲ୍ଲା ପାଇଁ ୟେଲୋୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ବିଶେଷକରି, ଉତ୍ତର ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଖୋର୍ଧା, ନୟାଗଡ଼ ଓ କନ୍ଧମାଳ ଆଦି ଅଞ୍ଚଳରେ ହାଲୁକା ବର୍ଷା ସମ୍ଭାବନା ରହିଛି।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post