ପୁଣି ପଥ ଉତ୍ସବ ଆୟୋଜିତ ହୋଇଛି। ଭୁବନେଶ୍ୱର ମାଷ୍ଟର କ୍ୟାଣ୍ଟିନରୁ ରାମ ମନ୍ଦିର ପର୍ଯ୍ୟନ୍ତ ଚାଲିଛି ପଥ ଉତ୍ସବ। ଦିନ ୯ଟା ୩୦ ପର୍ଯ୍ୟନ୍ତ ପଥ ଉତ୍ସବ ଚାଲିଥିଲା। ଆଜିର କାର୍ଯ୍ୟକ୍ରମରେ ବଲିଉଡ୍ ଗାୟିକା ନିକିତା ଗାନ୍ଧୀ, ରାପର ବିଗ୍ଡିଲଙ୍କ ସହ ପ୍ରିନ୍ସ ଡ୍ୟାନ୍ସ ଗ୍ରୁପ୍ ନିଜର କମାଲ ଦେଖାଇଛନ୍ତି।
Trending
- ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା ମାମଲା: ମିଳିଛି ଡିଜିଟାଲ ଏଭିଡେନ୍ସ
- ଚିଲିକାରେ ଅନନ୍ୟ ‘ଜଳ ରଥଯାତ୍ରା’ , ଡଙ୍ଗାରେ ମାଉସୀ ମା’ ମନ୍ଦିର ଯାତ୍ରା କଲେ ମହାପ୍ରଭୁ
- ସ୍ବଦେଶୀ ନିର୍ମିତ ପ୍ରଥମ ହାଇଡ୍ରୋଜେନ ଟ୍ରେନକୁ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
- ସାମାଜିକ କର୍ମୀ ତଥା ଜଳବାୟୁ ଶିକ୍ଷାବିତ୍ ସୋନମ ୱାଙ୍ଗଚୁକଙ୍କ ଅନଶନ ୨୦ ଦିନରେ ପହଞ୍ଚିଛି
- ଶେଷ ହେଲା ରଥ ଟଣା, ଶ୍ରୀକ୍ଷେତ୍ର ପୁରୀର ଶରଧାବାଲିରେ ପହଞ୍ଚିଛି ତିନି ରଥ
- ଗୁରୁବାର ପାଇଁ ସରିଲା ରଥଟଣା,ନନ୍ଦିଘୋଷ ରଥ ଚକେ ଗଡ଼ିଲା
- ବିନା ଟାହିଆରେ ବଡ଼ଦାଣ୍ଡକୁ ଓହ୍ଲାଇଲେ କାଳିଆ ସାଆନ୍ତ,ଚାରିଆଡ଼େ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି
- ରଥଯାତ୍ରାରେ ଅଘଟଣ , ମରିଚିକୋଟ ଛକରେ ଦଳାଚକଟାରେ ଜଣେ ମୃତ,150 ଆହତ
- ଦନ୍ଦିଘୋଷ ରଥରେ ବିରାଜମାନ କାଳିଆ ସାଆନ୍ତ, କଳା ଶ୍ରୀମୁଖକୁ ଚାହିଁ ଭାବ ବିହ୍ବଳ ହେଉଛନ୍ତି ଭକ୍ତ
- ସୁଦର୍ଶନଙ୍କ ପହଣ୍ଡି ପଛକୁ ପଛ ଆରମ୍ଭ ହୋଇଛି ପ୍ରଭୁ ଶ୍ରୀବଳଭଦ୍ରଙ୍କ ଗୋଟି ପହଣ୍ଡି ,ଅପେକ୍ଷାରତ ତାଳଧ୍ବଜରେ ହେଲେ ରଥାରୂଢ
Prev Post
Next Post