ବ୍ରହ୍ମପୁର ସମରଝୋଳ ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଯାତ୍ରୀବାହୀ ବସ ସହ ତେଲ ଟ୍ୟାଙ୍କର ଧକ୍କା ହେବା ଫଳରେ ୪ ଜଣଙ୍କ ମୃତ୍ୟୁ ୨୦ରୁ ଅଧିକ ଆହତ। ଯାତ୍ରୀବାହୀ ବସ୍ଟି ଆସିକାରୁ ବ୍ରହ୍ମପୁର ପଟକୁ ଆସୁଥିବା ବେଳେ ତେଲ ଟ୍ୟାଙ୍କରଟି ବ୍ରହ୍ମପୁରରୁ ଆସିକା ଆଡ଼କୁ ଯାଉଥିଲା। ସମର ଝୋଳ ଛକରେ ତେଲ ଟ୍ୟାଙ୍କରଟି ଏକ ଟ୍ରକ୍କୁ ଓଭର ଟେକ୍ କରି ଯିବାକୁ ଚେଷ୍ଟା କରୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି।ତେଲ ଟ୍ୟାଙ୍କରଟି ଦୁର୍ଘଟଣା ପରେ ରାସ୍ତାକଡ ନିକଟରେ ଥିବା ଏକ ଚା ଦୋକାନ ଉପରକୁ ମାଡି ଯାଇଥିଲେ। ଦୁର୍ଘଟଣା ପରେ ଏହି ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ ହୋଇଛି।
Trending
- ଭାରତୀୟ ବାୟୁସେନା ଦିବସରେ ଶକ୍ତି ଦେଖାଇଲା ବାୟୁ ସେନା
- ଆଜି ରାଜ୍ୟବ୍ୟାପୀ ଓକିଲଙ୍କ କଲମଛାଡ଼
- କଟକରେ ସ୍ଵାଭାବିକ ହୋଇଛି ଇଣ୍ଟରନେଟ ସେବା
- ବିଳାସପୁରରେ ଭୂସ୍ଖଳନ ଯୋଗୁଁ ୧୮ ମୃତ , ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ
- କେଜରିୱାଲଙ୍କୁ ମିଳିଲା ସରକାରୀ କ୍ବାର୍ଟର
- ୩୬ଘଣ୍ଟା ପରେ କଟକରେ କର୍ଫ୍ୟୁ କୋହଳ
- ଗୁଳିମାଡ଼ରେ ବିଜେପି ନେତା ପୀତବାସ ପଣ୍ଡା।ଙ୍କ ମୃତ୍ୟୁ
- ବିହାର ନିର୍ବାଚନ ତାରିଖ ଘୋଷଣା କଲେ ନିର୍ବାଚନ କମିଶନର: ନଭେମ୍ବର ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ
- ପୋଲିସ ଏସ୍ଆଇ ନିଯୁକ୍ତି ଘଟଣା: ଦୋଷୀଙ୍କୁ ଧରିବା ପାଇଁ ସିବିଆଇ କ’ଣ ଦରକାର ପଡ଼ିଲେ ଏନ୍ଆଇଏ ତଦନ୍ତ ହେବ
- କଟକରେ ବିଶୃଙ୍ଖଳା ସୃଷ୍ଟି କରିଥିବା ୮ ଜଣଙ୍କୁ ଗିରଫ କଲା ପୋଲିସ
Prev Post