ଭୁବନେଶ୍ବର: ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ ହେବେ ବିଧାନସଭାର ନୂଆ ବାଚସ୍ପତି। ଆଜି ଶ୍ରୀମତୀ ମଲ୍ଲିକ ନାମାଙ୍କନ ପତ୍ର ଦାଖଲ କରିବେ। ଯେହେତୁ ଆଉ କୌଣସି ଦଳ ପ୍ରାର୍ଥୀ ଦେଉନାହାନ୍ତି, ତେଣୁ ସେ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହେବା ସ୍ପଷ୍ଟ ହୋଇଛି। ଶ୍ରୀମତୀ ମଲ୍ଲିକ ଓଡ଼ିଶା ବିଧାନସଭାର ପ୍ରଥମ ମହିଳା ବାଚସ୍ପତି ହେବେ। ଆସନ୍ତା ୨୨ ତାରିଖରୁ ହେବାକୁ ଥିବା ବିଧାନସଭାର ମୌସୁମୀ ଅଧିବେଶନ ତାଙ୍କରି ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ।
Trending
- ବନ୍ୟଜନ୍ତୁ ଆକ୍ରମଣ ମୃତ୍ୟୁକାଳୀନ ସହାୟତା ରାଶି ବୃଦ୍ଧି
- ଲାଞ୍ଚ ନେଇ ଜେଲ ଗଲେ ଉପଜିଲ୍ଲାପାଳ
- କେରଳ ଉପକୂଳରେ ସିଙ୍ଗାପୁରର କଣ୍ଟେନର ଜାହାଜ ରେ ବିସ୍ଫୋରଣ
- ଦେଶର ଦ୍ବିତୀୟ ସର୍ବବୃହତ ଭାୟାଡକ୍ଟ ସେତୁ ଓଡ଼ିଶାରେ ନିର୍ମାଣ ,୨୦୨୬ ମାର୍ଚ୍ଚ ସୁଦ୍ଧା ସମ୍ପୂର୍ଣ୍ଣ ସେତୁ ନିର୍ମାଣ କାର୍ଯ୍ୟ ଶେଷ
- ହନିମୁନକୁ ନେଇ ସ୍ବାମୀଙ୍କୁ ହତ୍ୟା କରିଥିଲେ ସ୍ତ୍ରୀ ସୋନମ୍
- ଓଡ଼ିଶା ମଣ୍ଡପ ପାଇଁ ଭୁବନେଶ୍ବରର ଚନ୍ଦ୍ରଶେଖରପୁରରେ ଜାଗା ଚିହ୍ନଟ
- ଆମେ ପ୍ରତିଶ୍ରୃତି ଦେଇଥିବା ୨୧ଟି କାର୍ଯ୍ୟକ୍ରମ ମଧ୍ୟରୁ ଏକ ବର୍ଷ ଭିତରେ ୧୧ଟି କାର୍ଯ୍ୟକାରୀ କରିଛୁ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନିର୍ମାଣାଧୀନ ୬ ମହଲା କୋଠାରୁ ପଡ଼ି ଜଣେ ଶ୍ରମିକ ମୃତ
- ଯବାନଙ୍କ ଗୁଳିରେ 7 ମାଓବାଦୀ ଗିରଫ
- କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ,ଡାକ୍ତରଖାନାରେ ଭର୍ତ୍ତି
Prev Post