ଓଡ଼ିଶା ବିଧାନସଭାର ୩ ଦିନିଆ ସ୍ବତନ୍ତ୍ର ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି। ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ବିଧାନସଭାରେ ପହଞ୍ଚିଛନ୍ତି। ଯାହା ପରେ ନବୀନ ବିଧାୟକ ଭାବେ ଶପଥ ଗ୍ରହଣ କରିଛନ୍ତି।୨୦୨୪ ନିର୍ବାଚନରେ ବିଜୟୀ ହୋଇଥିବା ବିଧାୟକମାନେ ଆଜି ଶପଥ ଗ୍ରହଣ କରୁଛନ୍ତି। କାମଚଳା ବାଚସ୍ପତି ଭାବେ ଦାୟିତ୍ୱ ନେଇଥିବା ରଣେନ୍ଦ୍ର ପ୍ରତାପ ସ୍ବାଇଁ ସମସ୍ତ ନିର୍ବାଚିତ ସଦସ୍ୟଙ୍କ ଶପଥ ପାଠ କରାଉଛନ୍ତି।ପ୍ରଥମେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାୟକ ଭାବେ ଶପଥ ଗ୍ରହଣ କରିଛନ୍ତି । ପ୍ରଭାତୀ ପରିଡ଼ା ଏବଂ କେଭି ସଂ ଦେଓ ଉପ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । କାମଚଳା ବାଚସ୍ପତି ରଣେନ୍ଦ୍ର ସ୍ୱାଇଁ ବିଧାୟକଙ୍କୁ ଶପଥ ପାଠ କରାଉଛନ୍ତି।
Trending
- ଓଏଏସ୍ ସ୍ତରରେ ଅଦଳବଦଳ
- ଭାରତର ନୂଆ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ୍ ଙ୍କ ରାଜନୈତିକ କ୍ୟାରିଅର୍ ସଂମ୍ପର୍କରେ ଜାଣନ୍ତୁ…..
- ମୋଦୀ ଯୁବା ମାରାଥନରେ ନିଶାମୁକ୍ତ ଭାରତର ବାର୍ତା ଦେବ ବିଜେପି ଯୁବମୋର୍ଚ୍ଚା
- ଉପରାଷ୍ଟ୍ରପତି ନିର୍ବାଚନ: ବିଜେଡି ସମଦୂରତା ରକ୍ଷାକରିବ
- ପୁଣି ବର୍ଷିଲେ ସୈାମ୍ୟ ରଞ୍ଜନ ପଟ୍ଟନାୟକ
- ନବୀନ ଦିଲ୍ଲୀରେ, ବିଜେଡି କାହାକୁ ଦେବ ଭୋଟ
- ରାଜ୍ୟ ରାଜନୀତିର ଦୁଇ ପ୍ରମୁଖ ଦଳ ବିଜେଡି ଆଉ ବିଜେପିର ମୁଖିଆ ଏବେ ଦିଲ୍ଲୀ ଗସ୍ତରେ
- ନବୀନ କାହାକୁ ସମର୍ଥନ କରିବେ ?
- ପିତୃପକ୍ଷ ଆରମ୍ଭ
Prev Post
Next Post