ପୁଣି ଥରେ ବଡମ୍ବାର ଅଧିଷ୍ଠାତ୍ରୀ ଦେବୀ ମାଆ ଭଟ୍ଟାରିକାଙ୍କ ମନ୍ଦିର ଗର୍ଭଗୃହରେ ପଶିଛି ମହାନଦୀ ପାଣି । ମନ୍ଦିର ବେଢ଼ା ଦେଇ ମନ୍ଦିରରେ ପ୍ରବେଶ କରିଛି ବନ୍ୟା ପାଣି । ହୀରାକୁଦ ଡ୍ୟାମରୁ ଗେଟ୍ ଖୋଲିଥିବାରୁ ଜଳସ୍ତର ବଢ଼ିଛି । ଫଳରେ ପାହାଡ଼ ଉପରେ ଥିବା ମା ’ଙ୍କ ଅସ୍ଥାୟୀ ପୂଜା ସ୍ଥଳୀକୁ ସ୍ଥାନାନ୍ତର ହୋଇଛନ୍ତି ମା’ ଭଟ୍ଟାରିକା । ଭଟ୍ଟାରିକାଙ୍କୁ ଗତକାଲି ରାତି ୨ଟାରେ ସେଠାକୁ ସ୍ଥାନାନ୍ତର କରାଯାଇଥିଲା । ଅସ୍ଥାୟୀ ପୂଜାସ୍ଥଳରେ ଆଜି ସକାଳୁ ମା’ ଙ୍କ ସକାଳ ଧୂପ ସହିତ ମଙ୍ଗଳ ଆଳତି, ମଇଲମ୍ ,ବଲ୍ଲଭ ଭୋଗ ହୋଇଛି । ଚଳିତ ବର୍ଷ ଦ୍ୱିତୀୟ ଥର ପାଇଁ ବନ୍ୟା ଜଳ ମନ୍ଦିରରେ ପ୍ରବେଶ କରିଥିଲା । ଦେବୋତ୍ତର ବିଭାଗ ଉପସ୍ଥିତି ରେ ସମ୍ପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରାଯାଇଛି ।
Trending
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
Prev Post
Next Post