ବିଶ୍ବ ଆଥଲେଟିକ ଚାମ୍ପିଅନସିପରେ ପ୍ରଥମ ଓଡିଆ ଭାବେ ରାଜ୍ୟକୁ ପ୍ରତିନିଧିତ୍ବ କରିଥିଲେ କିଶୋର । ଫାଇନାଲରେ ପହଞ୍ଚି ନିଜର ଦମଦାର ପ୍ରଦର୍ଶନ ବଳରେ ପଞ୍ଚମ ସ୍ଥାନ ହାସଲ କରିଥିଲେ । ଭାରତ ଫେରିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଛନ୍ତି କିଶୋର । ସେ କହିଛନ୍ତି ମୁଖ୍ୟମନ୍ତ୍ରୀଙ୍କ ପ୍ରୋତ୍ସାହନ ରାଶି ଆଗକୁ ବଢିବାକୁ ପ୍ରେରଣା ଯୋଗାଇବ । ଓଡ଼ିଶା ସରକାର କ୍ରୀଡା ବିକାଶକୁ ଅଧିକ ଗୁରୁତ୍ବ ଦେଉଛନ୍ତି । ପୂର୍ବରୁ ଓଡ଼ିଶା ଅନେକ ଖେଳରେ ଭଲ ପ୍ରଦର୍ଶନ କରିଛି । କିନ୍ତୁ ଜାଭେନିଲ ଥ୍ରୋରେ ପ୍ରଥମ ଓଡ଼ିଆ ଭାବେ ବିଶ୍ବ ଆଥଲେଟିକ ଚାମ୍ପିଅନସିପରେ ଭାଗନେଇ ଗୌରବ ମନେ କରିଛନ୍ତି କିଶୋର
Trending
- ଧର୍ମଶାଳା ପରେ ବଡ଼ଚଣାରେ ବିଜେଡିକୁ ଝଟ୍କା
- ଆମେ ଆମର ନୈତିକ ମୂଲ୍ୟବୋଧର ସ୍ତରକୁ ତଳକୁ ଖସିଯିବାକୁ ଦେବା ଉଚିତ ନୁହେଁ
- ମହିଳା ନିଯୁକ୍ତି ହାର ଦ୍ୱିଗୁଣିତ ହୋଇଛି
- ଖେଲୋ ଇଣ୍ଡିଆ ଜଳ କ୍ରୀଡ଼ା ମହୋତ୍ସବ
- ରାଜ୍ୟ ସରକାରଙ୍କ ପକ୍ଷରୁ ‘ଆମ ଶାସନ’ ବ୍ୟବସ୍ଥା ଆରମ୍ଭ
- ରାଜ୍ୟ କ୍ୟାବିନେଟ ବୈଠକରେ ୪ ଟି ପ୍ରସ୍ତାବକୁ ମିଳିଛି ଅନୁମୋଦନ
- ନବୀନ ନିବାସରେ ରାଜ୍ୟପାଳ ହରିବାବୁ କମ୍ଭମପତି
- ପୁଲିସ୍ ଏସ୍ଆଇଙ୍କୁ ମାଡ଼ିବସିଲା ଭିଜିଲାନ୍ସ
- ବାୟୁ ପ୍ରତିରକ୍ଷା ଯୁଦ୍ଧାସ୍ତ୍ର ପ୍ରଣାଳୀର ପ୍ରଥମ ସଫଳ ପରୀକ୍ଷଣ
- ପୂର୍ବାଞ୍ଚଳ ବେସାମରିକ ବିମାନ ଚଳାଚଳ ସମ୍ମିଳନୀ