ସବୁ ପ୍ରତୀକ୍ଷାର ଅନ୍ତ ଘଟିଛି । ବାବୁସାନ ଘରକୁ ଫେରିଛନ୍ତି । ଗଣମାଧ୍ୟମ ବାବୁସାନଙ୍କ ପ୍ରତିକ୍ରିୟ ଜାଣିବାକୁ ଚାହିଁଥିବା ବେଳେ ବାବୁସାନ କହିଛନ୍ତି ପ୍ରଥମେ ମୋ ବାପା ମାଆଙ୍କୁ ପାଖକୁ ଯିବାକୁ ଦିଅନ୍ତୁ । ପରେ ମୁଁ ଆପଣମାନଙ୍କ ସହ କଥା ହେବି । ତେବେ ଦୁଇଦିନ ହେବ ବାବୁସାନ ଠିକରେ ଶୋଇନଥିବାରୁ ଏବେ ସେ ରେଷ୍ଟ ନେଇ ପରେ ମିଡିଆ ଆଗରେ ଗତ ତିନି ଦିନ ହେଲା ପରିବାର ମଧ୍ୟରେ ଯାହା ଚାଲିଛି ତାହା ଉପରେ ବକ୍ତବ୍ୟ ଦେଇପାରନ୍ତି । ଚେନ୍ନେଇରୁ ଫେରିବା ପରେ ବାବୁସାନଙ୍କଠାରୁ କିଛି ପ୍ରତିକ୍ରିୟା ମିଳିବ ବୋଲି ସମସ୍ତେ ଅପେକ୍ଷା କରିଛନ୍ତି ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post