ଆଉ ନରମ ନୁହେଁ କଠୋର ଆଭିମୁଖ୍ୟ ପ୍ରଦର୍ଶନ କରିବ ବିଜୁ ଜନତା ଦଳ। ସୋମବାର ନବୀନ ନିବାସରେ ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଦଳର ରାଜ୍ୟସଭା ଏମପି ମାନଙ୍କ ସହିତ ଆଲୋଚନା କରି ଚଳିତ ଅଧିବେଶନରେ ଦଳର ଆଭିମୁଖ୍ୟ କିପରି ରହିବ ତାହା ସ୍ଥିର କରିଛି ବିଜେଡି।ଏଥର ଲଢେଇ ଆର ପାର ହେବ, ବିରୋଧୀ ଦଳ ଭୂମିକାରେ ବସିବ ବିଜେଡି। ଆବଶ୍ୟକ ପଡିଲେ ଗୃହ ମଧ୍ୟଭାଗକୁ ଓହ୍ଲାଇବ ଦଳ। ଏଥିସହିତ ଓଡିଶାକୁ ସ୍ଵତନ୍ତ୍ର ରାଜ୍ୟ ମାନ୍ୟତା, ଜାତୀୟ ରାଜପଥ, ଗ୍ରାମାଞ୍ଚଳରେ ପକ୍କା ଘର, ରେଲୱ ଓ ଯୋଗାଯୋଗ ପ୍ରସଙ୍ଗ ଉଠାଇବ ବିଜେଡି। ସଭାପତିଙ୍କ ସହିତ ବୈଠକ ପରେ ଖବରଦାତାଙ୍କ ସହିତ ଆଲୋଚନା କରି ବିଜେଡି ଏମପି ଶସ୍ମିତ ପାତ୍ର, ସୁଲତା ଦେଓ ଏବଂ ମୁନ୍ନା ଖାଁ କହିଛନ୍ତି।
Trending
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ