ମୟୁରଭଞ୍ଜ ଜିଲ୍ଲାର ଅମର୍ଦ୍ଧା ଏୟାରଷ୍ଟ୍ରିପ୍କୁ ଏକ ବ୍ୟବସାୟିକ ବିମାନ ବନ୍ଦର ଭାବେ ବିକଶିତ କରିବା ପାଇଁ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ୪୫ କୋଟି ଟଙ୍କା ମଞ୍ଜୁର କରାଯାଇଛି । ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଏହି ଅର୍ଥରାଶି ମଞ୍ଜୁର କରିଥିବା ନେଇ କେନ୍ଦ୍ର ଆଦିବାସୀ ବ୍ୟାପାର ତଥା ଜଳସମ୍ପଦ ରାଷ୍ଟ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କୁ ଏକ ପତ୍ର ଲେଖି ଜଣାଇଛନ୍ତି ।
Trending
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
Prev Post
Next Post