ରାଜ୍ୟସଭା ନିର୍ବାଚନ ପାଇଁ ବାଜିଲା ବିଗୁଲ

ମେଟ୍ରୋ ଟିଭି ଓଡିଶା(୧୨.୫.୨୦୨୨ )

ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରକାଶ ପାଇଛି ବିଜ୍ଞପ୍ତି । ଓଡ଼ିଶା ପାଇଁ ଖାଲି ହେଉଥିବା ୩ ଆସନ ପାଇଁ ଅନୁଷ୍ଠିତ ହେବ ଏହି ନିର୍ବାଚନ । ଏଥି ପାଇଁ ଜୁନ ୧୦ରେ ନିର୍ବାଚନ ହେବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି ।ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରକାଶ ପାଇଛି ବିଜ୍ଞପ୍ତି । ଓଡ଼ିଶା ପାଇଁ ଖାଲି ହେଉଥିବା ୩ ଆସନ ପାଇଁ ଅନୁଷ୍ଠିତ ହେବ ଏହି ନିର୍ବାଚନ । ଏଥି ପାଇଁ ଜୁନ ୧୦ରେ ନିର୍ବାଚନ ହେବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି ।ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରକାଶ ପାଇଛି ବିଜ୍ଞପ୍ତି ।

ଓଡ଼ିଶା ପାଇଁ ଖାଲି ହେଉଥିବା ୩ ଆସନ ପାଇଁ ଅନୁଷ୍ଠିତ ହେବ ଏହି ନିର୍ବାଚନ । ଏଥି ପାଇଁ ଜୁନ ୧୦ରେ ନିର୍ବାଚନ ହେବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି ।ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରକାଶ ପାଇଛି ବିଜ୍ଞପ୍ତି । ଓଡ଼ିଶା ପାଇଁ ଖାଲି ହେଉଥିବା ୩ ଆସନ ପାଇଁ ଅନୁଷ୍ଠିତ ହେବ ଏହି ନିର୍ବାଚନ । ଏଥି ପାଇଁ ଜୁନ ୧୦ରେ ନିର୍ବାଚନ ହେବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି ।