ରାସାୟନିକ ରଙ୍ଗ ବିକିଲେ ଫସିବେ

ହୋଲିରେ ରାସାୟନିକ ରଂଗ ଉପରେ କଟକଣା ଲାଗିଛି । ଆଇନଶୃଙ୍ଖଳା ଉପରେ ମଧ୍ୟ କଡ଼ା ନଜର ଦେବାକୁ ସମସ୍ତ ଜୋନ୍ ଓ ଥାନାକୁ ନିର୍ଦ୍ଦେଶ ଦିଆଯାଇଛି। ହୋଲିରେ ନିଶାସକ୍ତ ଯୁବକମାନେ ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି କରିବାର ଆଶଙ୍କା ରହିଛି। ଏଥିପାଇଁ କମିସନରେଟ୍‌ ପୁଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ପୁରା ସହରର ସୁରକ୍ଷା ଦାୟିତ୍ୱରେ ୨ଜଣ ଏଡିସିପି ପାହ୍ୟାର ଅଧିକାରୀଙ୍କୁ ନିୟୋଜିତ କରାଯାଇଛି। ଡି