ଧୁମଧାମରେ ପାଳନ ହେବ ନୂଆବର୍ଷ। ଜିରୋ ନାଇଟ ସେଲିବ୍ରେସନ ପାଇଁ ମାସକ ପୂର୍ବରୁ ଆରମ୍ଭ ହେଲାଣି ପ୍ରସ୍ତୁତି। ୨୦୨୪କୁ ସ୍ୱାଗତ ପାଇଁ ହୋଟେଲ, ପବ, ଡ୍ୟାନ୍ସ ବାର ପ୍ରସ୍ତୁତ ହୋଇରହିଛନ୍ତି। ଏବେ ସୁରୁଖୁରୁ ଓ ଶାନ୍ତି ଶୃଙ୍ଖଳାରେ ନୂଆବର୍ଷ ଓ ଜିରୋ ନାଇଟ ସେଲିବ୍ରେସନ ପାଇଁ କମିସନରେଟ ପୋଲିସର ବ୍ୟାପକ ପ୍ରସ୍ତୁତି କରିଛି। ୩୧ତାରିଖ ରାତି ୧୨ ଟା ପରେ କ୍ଲବ, ପବ୍ ଚଳାଇବା ପାଇଁ ଆବେଦନ ମୁତାବକ ଅନୁମତି ମିଳିଛି।ଜିରୋ ନାଇଟ ସେଲିବ୍ରେସନ ନେଇ କୌଣସି ଇଭେଣ୍ଟ ବା ପ୍ରାଇଭେଟ ସଂସ୍ଥାକୁ ଆଇନଶୃଙ୍ଖଳା ଦୃଷ୍ଟିରୁ ଅନୁମତି ପ୍ରଦାନ କରାଯିବ ନାହିଁ। ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯିବ। ଡିସେମ୍ବର ୩୧ ତାରିଖ ଓ ଜାନୁଆର ୧ ତାରିଖରେ ଟୁଇନ ସିଟିରେ ପୁଲିସ ବ୍ୟାପକ ଭାବେ ପହରା ଦେବ ବୋଲି କହିଛନ୍ତି ଡିସିପି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post