ଆସନ୍ତା ୨୭ ତାରିଖରେ ଲୋକାର୍ପିତ ହେବ ମା’ ସମଲେଇ ପ୍ରକଳ୍ପ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରକଳ୍ପର ଲୋକାର୍ପଣ କରିବେ । ବିପୁଳ ଉତ୍ସାହ ଓ ଭକ୍ତି ଭାବନା ସହ ଅନୁଷ୍ଠିତ ହେଉଛି ଲୋକାର୍ପଣ ଉତ୍ସବ । ସମଲେଇ ପ୍ରକଳ୍ପ ଲୋକାର୍ପଣ ଉତ୍ସବକୁ ଦୃଷ୍ଟିରେ ରଖି ଆସନ୍ତା ୨୭ ତାରିଖକୁ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର ।ଏହି ଦିନ ସାରା ରାଜ୍ୟର ସ୍କୁଲ ଓ କଲେଜ ବନ୍ଦ ରହିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post