ଗତକାଲି ଭୁବନେଶ୍ବର ସମ୍ବାଦ ଅଫିସରେ କ୍ରାଇମବ୍ରାଞ୍ଚ EOWର ଟିମ୍ ପହଞ୍ଚିଥିଲା । ଖବରକାଗଜ ଅଫିସରେ କର୍ମଚାରୀଙ୍କୁ ଋଣ ମାମଲାରେ ଯାଞ୍ଚ କରିଥିଲା ୧୨ ଜଣିଆ ଟିମ୍ । ସମ୍ବାଦର HR ମୁଖ୍ୟ ବୈଜୟନ୍ତୀ କରଙ୍କୁ ପଚରାଉଚରା ମଧ୍ୟ ହୋଇଥିଲା । ତାଙ୍କୁ ହାଜର ପାଇଁ ପୂର୍ବରୁ ନୋଟିସ ହୋଇଥିଲା । ତେବେ ସେ ହାଜର ହୋଇ ନଥିଲେ । ଏହାପରେ ଭୁବନେଶ୍ବର ସମ୍ବାଦ ଅଫିସରେ ଯାଞ୍ଚ କରିଥିଲେ ୧୨ ଜଣିଆ ଇଓଡବ୍ଲ୍ୟୁ ଟିମ୍ । ଋଣ ସମ୍ପର୍କିତ କାଗଜପତ୍ର ଓ ବ୍ୟାଙ୍କ ଆକାଉଣ୍ଟ ନେଇ ଯାଞ୍ଚ ହୋଇଛି । ଋଣ ସମ୍ପର୍କିତ ଗୁରୁତ୍ବପୂର୍ଣ୍ଣ ଦସ୍ତାବିଜ ମଗାଯାଇଥିବା ସୂଚନା ମିଳିଛି । ତଦନ୍ତକାରୀ ଟିମରେ ଥିଲେ ୪ ଜଣ ଡିଏସପି, ୬ ଜଣ ଇନିସପେକ୍ଟର । ସହିଦନଗର ଥାନା ପୋଲିସ ବି ସେମାନଙ୍କ ସହ ଥିଲା । କର୍ମଚାରୀଙ୍କ ନାଁରେ ସମ୍ବାଦ ଖବରକାଗଜ ଋଣ ଉଠେଇ ଠକେଇ କରିଥିବା ଜଣେ ପୂର୍ବତନ କର୍ମଚାରୀ EOWରେ ଅଭିଯୋଗ କରିଥିଲେ ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post