ଭୁବନେଶ୍ବର: ଚଳିତ ବିଧାନସଭା ମୌସୁମୀ ଅଧିବେଶନ ମଙ୍ଗଳବାର ଶେଷ ହୋଇଛି। ବାଚସ୍ପତି ପ୍ରମିଳା ମଲ୍ଲିକ ଗୃହକାର୍ଯ୍ୟକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି ରଖିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ ସହ ୧୨ ବିଲ ଏହି ଅଧିବେଶନରେ ଆଲୋଚନା ହୋଇ ପାରିତ ହୋଇଛି। ଅନେକ ଜନସ୍ୱାର୍ଥ ପ୍ରସଙ୍ଗରେ ଆଲୋଚନା ହୋଇଛି। ବାଚସ୍ପତି, ଉପବାଚସ୍ପତି, ଭଲ ଭାବେ ଗୃହ ଚଳାଇଥିବାରୁ ସମସ୍ତ ସଦସ୍ୟଙ୍କୁ ଧନ୍ୟବାଦ ଜଣାଉଛି।ଗତ ସେପ୍ଟେମ୍ବର ୨୨ରୁ ଆରମ୍ଭ ହୋଇଥିବା ଅଧିବେଶନ ଧାର୍ଯ୍ୟ କାର୍ଯ୍ୟସୂଚୀର ଦିନକ ପୂର୍ବରୁ ଶେଷ ହୋଇଛି। ତେବେ ଚଳିତ ମୌସୁମୀ ଅଧିବେଶନରେ ଅତିରିକ୍ତ ବ୍ୟୟମଞ୍ଜୁରୀ ବିଲ୍ ସହ ମୋଟ ୧୨ଟି ବିଲ୍ ପାରିତ ହୋଇଛି। ୨୮ ହଜାର ୨୦୦ କୋଟି ଟଙ୍କାର ବଜେଟ ବିଧାନସଭାରେ ପାରିତ ହୋଇଛି।
Trending
- ବିଧାନସଭାରେ ବିରୋଧୀ ବିଜେଡି ବିଧାୟକଙ୍କ ହଙ୍ଗାମା, ଗୃହକୁ ଅପରାହ୍ଣ ୪ଟା ପର୍ୟ୍ୟନ୍ତ ମୁଲତବି ଘୋଷଣା କଲେ ବାଚସ୍ପତି
- ବଳଙ୍ଗା ପୀଡିତା କିରୋସିନ ଢାଳି ନିଜ ଜୀବନ ନେଇଥିଲେ – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଆତଙ୍କବାଦୀମାନଙ୍କୁ ସେମାନଙ୍କ ଧର୍ମ ଦେଖି ନୁହେଁ, ସେମାନଙ୍କ କାର୍ଯ୍ୟକୁ ଆଧାର କରି ହତ୍ୟା କରିଛି ଭାରତ –
- ଭିଜିଲାନ୍ସ ହାତରେ ୧୯୯ ଜଣ ସରକାରୀ ବାବୁ ଧରାପଡ଼ିଛନ୍ତି
- ନବରାତ୍ରର ପ୍ରଥମ ଦିନ
- ଭୁବନେଶ୍ବର କ୍ଲବର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ପ୍ରଦୀପ ଜେନା
- ବର୍ତ୍ତମାନ କରାଯାଇଥିବା GST ସଂସ୍କାର ଦ୍ୱାରା ଘର ନିର୍ମାଣ, ଗାଡ଼ି କିଣିବା, ବୁଲାବୁଲି ଖର୍ଚ୍ଚ କମିବ – ପ୍ରଧାନମନ୍ତ୍ରୀ
- ବନ୍ଦ ଥିବା ୭୦ ଟି ମଦ ଦୋକାନ ଖୋଲିବା ପାଇଁ ମିଳିଛି ଅନୁମତି
- ଆରପାରିରେ ଆଦିବାସୀ ନେତା ଜର୍ଜ ତିର୍କୀ, ଗଭୀର ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
- ମହିଳାଙ୍କୁ ଟାଣିନେଇଥିଲା କୁମ୍ଭୀର , ମିଳିଲା ମୃତଦେହ