ନଭେମ୍ବର ମାସରେ ବାତ୍ୟାକୁ ନେଇ ଚାଷୀ ଚିନ୍ତିତ । ଭାରତୀୟ ପାଣିପାଗ ବିଭାଗ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ମେଣ୍ଡୋସ୍ ଘୂର୍ଣ୍ଣିଝଡ଼ ପାଇଁ ଆଜିଠାରୁ ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ବାତ୍ୟା ସତର୍କତା ଜାରି କରିଛି । ଏହି ଘୂର୍ଣ୍ଣିଝଡ଼ ଉତ୍ତର-ପଶ୍ଚିମ ଦିଗକୁ ଗତିକରି ଉତ୍ତର ତାମିଲନାଡୁ, ପୁଡୁଚେରୀ ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳର ପାଶ୍ୱବର୍ତ୍ତୀ ଅଞ୍ଚଳ ଦେଇ ପୁଡୁଚେରୀ ଓ ଶ୍ରୀହରିକୋଟା ମଧ୍ୟରେ ମାଲାପୁରମ୍ ଠାରେ ସ୍ଥଳଭାଗ ଅତିକ୍ରମ କରିବ। ସେହି ସମୟରେ ଘଣ୍ଟା ପ୍ରତି ପବନର ବେଗ ୬୫ରୁ ୭୫ କିଲୋମିଟର ରହିବ । ଆଜି ମଧ୍ୟରାତ୍ରିରେ ପବନର ବେଗ ୮୫ କିଲୋମିଟର ରହିବାର ସମ୍ଭାବନା ଅଛି । ଏହାର କିଛି ପ୍ରଭାବ ଓଡ଼ିଶାରେ ମଧ୍ୟ ପଡ଼ିପାରେ । ଆଜିଠୁ କୋହଲା ପାଗ ରାଜ୍ୟରେ ଦେଖିବାକୁ ମିଳିଛି ।
Trending
- ଖାନ ସାରଙ୍କ ବିରୋଧରେ ହତ୍ୟା ଉଦ୍ୟମ ଏବଂ ଅସ୍ତ୍ରଶସ୍ତ୍ର ଆଇନ ଉଲ୍ଲଙ୍ଘନ ଅନୁଯାୟୀ ଏକ ମାମଲା ରୁଜୁ
- ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ଦେବାଶିଷ ସାମନ୍ତରାୟ
- କନଷ୍ଟେବଳ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣା: ଆଜି NHRC ତଦନ୍ତର ଶେଷ ଦିନ
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
- ପୁରୀରେ ବ୍ରିକ୍ସ ରାଷ୍ଟ୍ର ସମୂହର ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍