ଯାନବାହାନ ଚଳାଚଳ ଅସୁବିଧାକୁ ଦୃଷ୍ଟିରେ ରଖି ମୁକ୍ତ ଚଳାଚଳ ଯୋଗାଇବା ଏବଂ ସାରା ରାଜ୍ୟରେ ରାସ୍ତାରେ ଯାତାୟାତରେ ଅସୁବିଧା ନହେବା ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ। ରାଜରାସ୍ତରୁ ହଟିବ ଟୋଲଗେଟ। ନିର୍ମାଣ ବିଭାଗ ଓ ଓଡିଶା ବିଲ୍ଡିଂ ଏବଂ ସିଭିଲ୍ କନଷ୍ଟ୍ରକସନ ଲିମିଟେଡ ଦ୍ବାରା ପରିଚାଳିତ ତଥା ଆରଡି ବିଭାଗ ଅଧିନରେ ଥିବା ସମସ୍ତ ୩୫ ଟୋଲ ଗେଟ ରଦ୍ଦ କରିଦିଆଯିବା। ଏହାଦ୍ବାରା ସଡ଼କ ପଥରେ ମୁକ୍ତ ଯାତାୟତ ହୋଇପାରିବ। ଏନେଇ ନିର୍ମାଣ ବିଭାଗ ତରଫରୁ ଗତକାଲି ଏକ ବିଧିବଦ୍ଧ ବିଜ୍ଞପ୍ତି ଦ୍ବାରା ସୂଚନା ଦିଆଯାଇଛି।
Trending
- ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା,ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ
- ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ
- ଆଇଡବ୍ଲୁଟି କୁ ନେଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି ଭାରତ, ଯେଉଁ ପର୍ଯ୍ୟନ୍ତ ପାକିସ୍ତାନ ଆତଙ୍କବାଦକୁ ବନ୍ଦ ନ କରିଛି ସେ ପର୍ଯ୍ୟନ୍ତ ଏହି ସନ୍ଧି ସ୍ଥଗିତ ରହିବ
- ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାର ତଦନ୍ତ ସାରି ଦିଲ୍ଲୀ ଫେରିଲା NHRC ଟିମ୍ ,ADG ଦୟାଲ ଗଙ୍ଗୱାରଙ୍କ ସମେତ ଅନ୍ୟ ସମସ୍ତଙ୍କୁ ପଚରାଉଚରା ହୋଇଛି
- ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚାଲିଥିବା ପରିଚାଳନା କମିଟି ବୈଠକ ଶେଷ,ନୀଳାଦ୍ରି ବିଜେ ପରେ ଗଣତି ମଣତି କାର୍ଯ୍ୟ ହେବ
- ଖାନ ସାରଙ୍କ ବିରୋଧରେ ହତ୍ୟା ଉଦ୍ୟମ ଏବଂ ଅସ୍ତ୍ରଶସ୍ତ୍ର ଆଇନ ଉଲ୍ଲଙ୍ଘନ ଅନୁଯାୟୀ ଏକ ମାମଲା ରୁଜୁ
- ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ଦେବାଶିଷ ସାମନ୍ତରାୟ
- କନଷ୍ଟେବଳ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣା: ଆଜି NHRC ତଦନ୍ତର ଶେଷ ଦିନ
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
Prev Post
Next Post