ବଲାଙ୍ଗୀର ସହର ମାଲପଡ଼ା ନିବାସୀ ବିଭୁଦତ୍ତ ଗୁରୁ ଛତିଶଗଡ଼ ହାଇକୋର୍ଟର ବିଚାରପତି ଭାବେ ମନୋନୀତ ହୋଇଛନ୍ତି। ସେ ବର୍ତ୍ତମାନ ବିଲାସପୁରସ୍ଥିତ ଛତିଶଗଡ଼ ହାଇକୋର୍ଟରେ ରାଜ୍ୟର ଏଡିସିନାଲ୍ ଆଡଭୋକେଟ ଜେନେରାଲ ଭାବରେ କାର୍ଯ୍ୟରତ ଅଛନ୍ତି। ଗତକାଲି ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଓ ଅନ୍ୟ ଦୁଇଜଣ ବିଚାରପତିଙ୍କୁ ନେଇ ଗଠିତ କୋଲେଜିୟମ୍ ତାଙ୍କ ନିଯୁକ୍ତି ଉପରେ ମୋହର ମାରିଛନ୍ତି। ଗତ ଫେବ୍ରୁଆରି ମାସରେ ଛତିଶଗଡ଼ ହାଇକୋର୍ଟ ପକ୍ଷରୁ ତାଙ୍କ ନାମ ସୁପାରିସ କରାଯାଇଥିଲା। ସୁପ୍ରିମ୍କୋର୍ଟ କୋଲିଜିଅମ୍ ନିଜ ରିପୋର୍ଟରେ ଦର୍ଶାଇଛନ୍ତି ଯେ, ଶ୍ରୀ ଗୁରୁ ଜଣେ ଦକ୍ଷ ଓ ସ୍ବଚ୍ଛ ଆଇନଜୀବୀ ଅଟନ୍ତି।
Trending
- ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
- ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
Next Post