ଜାତୀୟ ଉଦ୍ୟାନ ଅଗଷ୍ଟ ୧ରୁ ଭିତରକନିକା ପର୍ଯ୍ୟଟକଙ୍କ ପାଇଁ ଖୋଲିବ। ଏହା ମଧ୍ୟରେ ନୂଆକରି ସ୍କାଏ ଓ୍ବାକ୍ ବ୍ରିଜ୍ ନିର୍ମାଣ କରାଯାଇଛି, ଯାହାକି ପର୍ଯ୍ୟଟକମାନଙ୍କ ପାଇଁ ମୁଖ୍ୟ ଆକର୍ଷଣ ପାଲଟିବ। ମେ ୧ରୁ ଜୁଲାଇ ୩୧ ଯାଏ ବଉଳା କୁମ୍ଭୀର ପ୍ରଜନନ ପାଇଁ ଭିତରକନିକା ପର୍ଯ୍ୟଟକଙ୍କ ଲାଗି ବନ୍ଦ ରହିଛି। ଅଗଷ୍ଟ ୧ରୁ ପର୍ଯ୍ୟଟକମାନେ ନବନିର୍ମିତ ସ୍କାଏ ୱାକ୍ ବ୍ରିଜ୍ ମାଧ୍ୟମରେ ପ୍ରକୃତିର ବୈଭବ, ରଙ୍ଗ ବେରଙ୍ଗର ପକ୍ଷୀଙ୍କ କାକଳି ସହିତ ଜୀବଜନ୍ତୁଙ୍କୁ ଦେଖିବାର ସୁଯୋଗ ପାଇବେ। ମ୍ୟାନଗ୍ରୋଭ ମେଟା ନର୍ସରୀ ନିକଟରୁ ଆରମ୍ଭ ହୋଇଥିବା ଏହି ସ୍କାଏ ୱାକ୍ ବ୍ରିଜ୍ ଅଧିକ ସଂଖ୍ୟାରେ ହରିଣ ଭିଡ ଜମାଉଥିବା ପଡିଆ ଯାଏ ଲମ୍ବିଛି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post